Posted inଜାତୀୟ

ଶରଦ ପାୱାରଙ୍କୁ ଭେଟିବା ପରେ ଦିଲ୍ଲୀରେ ପହଞ୍ଚିଲେ ଅଜିତ ପାଓ୍ବାର, ଅମିତ ଶାହାଙ୍କୁ ଭେଟିବା ନେଇ ସୂଚନା

ନୂଆଦିଲ୍ଲୀ,୧୦।୧୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଶୁକ୍ରବାର ଜାତୀୟତାବାଦୀ କଂଗ୍ରେସ ପାର୍ଟି ମୁଖ୍ୟ ଶରଦ ପାୱାରଙ୍କୁ ଭେଟିଛନ୍ତି। ଏହାର କିଛି ସମୟ ପରେ ଅଜିତ ପାୱାର ଦିଲ୍ଲୀରେ ପହଞ୍ଚିଥିବା ଜଣାପଡିଛି। ଏଠାରେ ସେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ପାରନ୍ତି।

ଦୁଇ ନେତାଙ୍କ ବୈଠକ ଏପରି ଏକ ସମୟରେ ହେବ ଯେତେବେଳେ ଅଜିତ ପାୱାର ଗ୍ରୁପ ଦିଲ୍ଲୀରେ ଏକ ବୈଠକ କରିବାର ସମ୍ଭାବନା ରହିଛି। ଏହା ବ୍ୟତୀତ ଅଜିତ ପାୱାର ଶରଦ ପାୱାରଙ୍କୁ ଭେଟିବା ପରେ ତୁରନ୍ତ ଶାହାଙ୍କୁ ଭେଟିବାକୁ ଦିଲ୍ଲୀ ଆସିବା ନେଇ ରାଜନୈତିକ ମହଲାରେ ଅନେକ କଳ୍ପନାଜଳ୍ପନା ଚାଲିଛି।

ତେବେ ସମସ୍ତ କଳ୍ପନାଜଳ୍ପନାକୁ ଖାରଜ କରି ଶରଦ ପାୱାରଙ୍କ ଭଉଣୀ ସରୋଜ ପାଟିଲ କହିଛନ୍ତି ଯେ, ସମସ୍ତ ସାକ୍ଷାତ ଏକ ପାରିବାରିକ ସମ୍ପର୍କ। ଜନ୍ମଦିନ ହେତୁ ଶରଦ ପାୱାର ଏବଂ ଅଜିତ ପାୱାରଙ୍କର ପ୍ରତାପରାଓ ପାୱାରଙ୍କ ଘରେ ସାକ୍ଷାତ ହୋଇଛି। ଅନ୍ୟପଟେ, ଅଜିତ ପାୱାର ଅମିତ ଶାହାଙ୍କୁ ଭେଟି ମରାଠା ସଂରକ୍ଷଣ ପ୍ରସଙ୍ଗରେ ଆଲୋଚନା କରିପାରନ୍ତି ବୋଲି କହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri