Video: ମଝି ରାସ୍ତାରେ ବନ୍ଧୁକରୁ ୭ ରାଉଣ୍ଡ ଫାୟାରିଂ କଲେ ଯୁବତୀ; ଭାଇରାଲ ଭିଡିଓର ତଦନ୍ତ କରି ଚକିତ ହେଲା ପୋଲିସ

ରାଜସ୍ଥାନର ଅଜମେରରେ ଜଣେ ଯୁବତୀ ହାତରେ ବନ୍ଧୁକ ଧରି ଗୁଳି ଚଳାଇବାର ଭିଡିଓ ଭାଇରାଲ ହୋଇଥିଲା। ସେ ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଭିଡିଓ ପୋଷ୍ଟ କରିବା ପରେ ପୋଲିସ ଆକ୍ସନ ମୁଡ୍‌କୁ ଆସିଥିଲା। ଏହି ଘଟଣାରେ ପୋଲିସ ଶିବାନୀ ନାମକ ଜଣେ ଯୁବତୀଙ୍କୁ ଗିରଫ କରିଥିଲା। ତେବେ ଗିରଫ ହେବା ପରେ ସେ ଯାହା କହିଲେ ପୋଲିସ ଚକିତ ହୋଇଛି। କାରଣ ଭିଡିଓ ଲାଗି ବ୍ୟବହୃତ କରିଥିବା ବନ୍ଧୁକଟି ନକଲି ହୋଇଥିବା ବେଳେ ସେ ଏହାକୁ ଆମାଜନରୁ କିଣିଥିବା କହିଛନ୍ତି।

WATCH | Young girl waves 'pistol', fires shots in air near Ajmer's Ana Sagar Lake | Crime News - News9live

ସାଇବର କ୍ରାଇମ ୟୁନିଟ ସହାୟତାରେ ଖ୍ରୀଷ୍ଟିଆନ ଗଞ୍ଜ ପୋଲିସ ଷ୍ଟେସନ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟ ଜରିଆରେ ଶିବାନୀଙ୍କୁ ଟ୍ରାକ କରିଥିଲା। ଧରାପଡ଼ିବା ପରେ ସେ ଅଜମେରର ବାଲୁପୁର ବାସିନ୍ଦା ବୋଲି ଜଣା ପଡିଥିଲା। ଗିରଫ ହେବା ପରେ ଶିବାନୀଙ୍କୁ ପଚରାଉଚରା କରାଯାଇଥିଲା ଏବଂ ଭିଡିଓରେ ବ୍ୟବହୃତ ଅସ୍ତ୍ର ପ୍ରକୃତରେ ପ୍ରକୃତ ବନ୍ଧୁକ ନୁହେଁ ବୋଲି ଜଣାପଡିଛି।

WATCH | Young girl waves 'pistol', fires shots in air near Ajmer's Ana Sagar Lake | Crime News - News9live

ଗିରଫ କରାଯିବା ପରେ ଶିବାନୀଙ୍କୁ ଏଡିଏମ୍‌ ସିଟିଙ୍କ ନିକଟରେ ହାଜର କରାଯାଇଥିଲା। ପରେ ତାଙ୍କୁ ୨୦୦୦୦ ଟଙ୍କା ଦେୟରେ ଜାମିନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri