Posted inଖେଳ

ବିରାଟ ବାପା ହେବା ପରେ ‘ଜୁନିଅର କୋହଲି’ଙ୍କ ନାମରେ ଖୋଲିଲା ମାଳ ମାଳ ଫେକ୍‌ ଆକାଉଣ୍ଟ, ଟ୍ରେଣ୍ଡ କରୁଛି…

ନୂଆଦିଲ୍ଲୀ,୨୧।୨: ପୁଣିଥରେ ବାପା ହୋଇଛନ୍ତି ଭାରତୀୟ କ୍ରିକେଟ ଟିମ୍‌ର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ପତ୍ନୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏନେଇ ବିରାଟ ଇନଷ୍ଟାଗ୍ରାମରେ ପୋଷ୍ଟ କରି ସୂଚନା ଦେଇଥିଲେ। ଏପରିକି ସେ ପୁଅଙ୍କ ନାମ ଅକାୟ ରଖିଥିବା କହିଥିଲେ। ପୋଷ୍ଟଟି ଭାଇରାଲ ହେବା ପରେ ଇନଷ୍ଟାଗ୍ରାମରେ ଶହ ଶହ ସଂଖ୍ୟାରେ akaay.kohliଙ୍କ ନାମରେ ଫେକ୍‌ ଆକାଉଣ୍ଟ ଖୋଲିଛି। ଏପରିକି କିଛି ସମୟ ପରଠାରୁ #akaaykohli ଟ୍ରେଣ୍ଡ କରୁଛି।

विराट-अनुष्‍का के पैरेंट्स बनते ही आई बेटे के फेक अकाउंट्स की बाढ़, यूजर्स  बोले- 'हां ये कर लो पहले'

‘ଅକାୟ’ ନାମ ସଂସ୍କୃତ ଭାଷାରୁ ନିଆଯାଇଛି। ଏହାର ଅର୍ଥ ହେଉଛି-କେବେ ନଷ୍ଟ ହେଉ ନ ଥିବା। ତୁର୍କିରେ ଏହାର ଅର୍ଥ ‘ଜହ୍ନର ଜ୍ୟୋତ୍ସ୍ନା’।

Fake Instagram profiles of Virat Kohli, Anushka Sharma's son newborn Akaay  surface within minutes of birth announcement - BusinessToday

କହିବାକୁ ଚାହିଁବୁ ଏଯାବତ ବିରାଟ-ଅନୁଷ୍କାଙ୍କ ପକ୍ଷରୁ ପୁଅଙ୍କର କୌଣସି ଆକାଉଣ୍ଟ ଖୋଲାଯାଇନାହିଁ। ଫେକ୍‌ ଆଇଡି ଗୁଡିକରେ କେବଳ ଦୁହିଁଙ୍କ ଫଟୋ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି…

ରାଜ୍ୟ ସଭା ନିର୍ବାଚନ: ଘୋଡାବେପାର ପରେ ଚର୍ଚ୍ଚା ଏଜେଣ୍ଟ ହେବ କିଏ?

ଭୁବନେଶ୍ୱର, ୧୫।୩(ସୁନିତ୍‌ ମିଶ୍ର): ବିଜେଡିର ଅଧିକାଂଶ ନେତାଙ୍କ ଭିତରେ ବର୍ତ୍ତମାନ ଆଲୋଚନା ରାଜ୍ୟ ସଭା ନିର୍ବାଚନ ଲାଗି ଦଳର ଏଜେଣ୍ଟ କିଏ ହେବେ। ଏଜେଣ୍ଟଙ୍କ କାମ ହେଉଛି,…

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

ଆମେରିକା ଉପରେ ଭୟଙ୍କର ଆକ୍ରମଣ କଲା ଇରାନ, ସବୁ ଛାରଖାର…

ତେହରାନ୍‌/ଓ୍ୱାଶିଂଟନ୍‌,୧୫ା୩:(ଏ.ପି./ରଏଟର୍ସ) ମଧ୍ୟପ୍ରାଚ୍ୟ ଯୁଦ୍ଧ ଶନିବାର ତୃତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଇରାନ୍‌ର ମୁଖ୍ୟ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପରେ ଆମେରିକା ଆକ୍ରମଣ କରିଛି। ‘କ୍ରାଉନ୍‌ ଜୁଏଲ୍‌’…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri