Posted inଜାତୀୟ

ଚରଣଜିତ ସିଂ, ହନି ଓ ମନିର କମ୍ବିନେଶନ: ଅକାଳି ଦଳ

ଚଣ୍ଡିଗଡ଼,୨୨ ।୧: ଅକାଳି ଦଳ ଶନିବାର ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ସମ୍ପର୍କିୟଙ୍କ ଘରେ ଇଡିର ରେଡ ସମୟରେ ମିଳିଥିବା କୋଟି କୋଟି ଟଙ୍କାକୁ ନେଇ ଖୁବ୍ ବର୍ଷିଛି । ଅକାଳି ଦଳ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଚନ୍ନି ଓ ହନିଙ୍କ ଭିଡିଓ ଓ ଫଟୋ ଶେୟାର କରିଛି । ଏହାକୁ ନେଇ ଅକାଳି ଦଳ କହିଛି ସିଏମ୍ ଚନ୍ନିଙ୍କ ସମ୍ପର୍କିୟ ଭୁପିନ୍ଦର ହନିଙ୍କ ଘରୁ ୫୫ କୋଟି ଟଙ୍କା ମିଳିଲା । ମୁଖ୍ୟମନ୍ତ୍ରୀ ଓ କଂଗ୍ରେସ ଏହାର ଜବାବ ଦେବା ଉଚିତ ଯେ ଏହି ଟଙ୍କା କେଉଁଠୁ ଆସିଲା । ଲକ୍ଷ ଲକ୍ଷ ରୋଲେକ୍ସ ଘଡି ଓ କୋଟି କୋଟି ଟଙ୍କାର ପ୍ରପଟ ିକେଉଁଠୁ ଆସିଲା ଆଉ ହନି କ’ଣ କରନ୍ତି ।
ଅକାଳି ଦଳ କହିଛି ଏହା ଚନ୍ନିଙ୍କ ଭ୍ରଷ୍ଟାଚାରର ପାର୍ଟ ୱାନ, ବାକି ୨-୩ ପାର୍ଟ ଆଗକୁ ଆସିବ । ଅକାଳିଦଳ ନେତା ବିକ୍ରମ ମଞ୍ଜିଠିୟା ସାଧାରଣତନ୍ତ୍ର ଦିବସ ଅବସରରେ ଚନ୍ନି ଓ କଂଗ୍ରେସର ସିନିୟର ନେତା ମନ୍ତ୍ରିଙ୍କ ସହ ଭୁପିନ୍ଦର ହନିଙ୍କ ସହ ମଞ୍ଚ ଉପରେ ଥିବା ଫଟୋ ସାର୍ବଜନିନ କରିଛନ୍ତି । ଅକାଳି ଦଳ ଦାବି କରିଛି କି ଚନ୍ନି, ହନି ଓ ମନିର କମ୍ବିନେଶନ । ଚନ୍ନି ରାଜ୍ୟର ସବୁକାମ ହନିଙ୍କ ଜରିଆରେ କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri