ମିକାଙ୍କ ହୃଦୟ ଜିତିଲେ ଆକାଂକ୍ଷା, ସାଜିବେ ବଧୂ

ମୁମ୍ବାଇ: ଛୋଟପରଦାର ଅଭିନେତ୍ରୀ ଆକାଂକ୍ଷା ପୁରୀ ପ୍ରସିଦ୍ଧ ପଞ୍ଜାବୀ ଗାୟକ ମିକା ସିଂଙ୍କ ହୃଦୟ ଜିତିଛନ୍ତି। ମିକାଙ୍କ ସ୍ବୟଂମ୍ବର ଶୋ’ ‘ମିକା ଦି ବୋତି’ର ବିଜେତା ହୋଇଛନ୍ତି ଆକାଂକ୍ଷା। ମିକାଙ୍କ କନ୍ୟା ହେବାକୁ ଏହି ଦୌଡ଼ରେ ୧୨ ଜଣ ଯୁବତୀ ଅଂଶଗ୍ରହଣ କରିଥିଲେ। କିନ୍ତୁ ମିକାଙ୍କ ହୃଦୟ ତାଙ୍କ ପୁରୁଣା ବନ୍ଧୁ ଏବଂ ଶୋ’ର ଓ୍ବାଇଲ୍ଡ କାର୍ଡ ଏଣ୍ଟ୍ରି ଆସିଛି ଆକାଂକ୍ଷାଙ୍କ ଉପରେ। ଏହି ସ୍ବୟଂମ୍ବରରେ ଶେଷ ପର୍ଯ୍ୟନ୍ତ ପଞ୍ଜାବର ନୀତୁ ମହଲ, ବଙ୍ଗଳାର ପ୍ରାନ୍ତିକା ଦାସ ଏବଂ ଆକାଂକ୍ଷା ଥିଲେ। ଶେଷରେ ମିକା ଆକାଂକ୍ଷାଙ୍କ ବେକରେ ବରଣମାଳା ପକାଇଛନ୍ତି।

ମିକା ସ୍ପଷ୍ଟ କରିଛନ୍ତି ଯେ, ସେ ବିବାହ ବନ୍ଧନରେ ବାନ୍ଧି ହେବା ପୂର୍ବରୁ ଆକାଂକ୍ଷାଙ୍କ ସହିତ କ୍ୟାମେରା ବିନା କିଛି ସମୟ ବିତାଇବାକୁ ଚାହୁଁଛନ୍ତି।

ମିକାଙ୍କ ଏହି ସ୍ବୟଂମ୍ବରର ଫାଇନାଲ ସୋମବାର ଷ୍ଟାର ଭାରତରେ ପ୍ରସାରିତ ହେବ। ଯଦିଓ ହୋଷ୍ଟଷ୍ଟାରରେ ଏହି ଶୋ’ର ଫାଇନାଲ ଆଜି ସକାଳେ ପ୍ରସାରିତ ହୋଇଛି। ଅତୀତରେ ମିକା ଏବଂ ଆକାଂକ୍ଷାଙ୍କ ଘନିଷ୍ଠତାକୁ ନେଇ ବହୁ ଚର୍ଚ୍ଚା ହୋଇଥିଲା। ଏହି ଶୋ’ ପୂର୍ବରୁ ମଧ୍ୟ ସେମାନଙ୍କ ବିବାହ ଖବର ଚର୍ଚ୍ଚାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri