୪୩ ପାଇଲଟଙ୍କ ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହେଲା ଅକାଶା ଏୟାର

ନୂଆଦିଲ୍ଲୀ,୧୭।୯: ବେସରକାରୀ ବିମାନ କମ୍ପାନୀ ଅକାଶା ଏୟାର ଏହାର ୪୩ ପାଇଲଟ୍‌ଙ୍କ ବିରୋଧରେ କୋଟର୍ର୍ ଯିବାକୁ ନିଷ୍ପତ୍ତି ନେଇଛି। ନୋଟିସ ନ ଦେଇ କର୍ମଚାରୀମାନେ କମ୍ପାନୀ ଛାଡ଼ିଥିବାରୁ ବମ୍ବେ ହାଇକୋର୍ଟରେ ଏକ ଯାଚିକା ଦାୟର କରାଯାଇଛି। ଚୁକ୍ତି ଅନୁଯାୟୀ ନିର୍ଦ୍ଧାରିତ ୬ ମାସର ନୋଟିସ୍‌ ଅବଧିରେ କର୍ମଚାରୀ ରହିବା କଥା। ଏହି ସମୟରେ ସେମାନେ ଅନ୍ୟ କୌଣସି କମ୍ପାନୀରେ କାମ କରିବା ଅବୈଧ ଅଟେ। ଏହି କାରଣରୁ ଅଗଷ୍ଟରେ କମ୍ପାନୀ ବିମାନ ଉଡାଣ ବାଧାପ୍ରାପ୍ତ ହୋଇଥିଲା। ପାଇଲଟମାନଙ୍କର ମନଇଚ୍ଛା ନୋଟିସ ଲାଗି ହଜାର ହଜାର ଗ୍ରାହକ ଅସୁବିଧାର ସମ୍ମୁଖୀନ ହୋଇଥିବା ବିମାନକମ୍ପାନୀର ମୁଖପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୁଦ୍ର ବ୍ୟବସାୟୀଙ୍କ ଭାଗ୍ୟ ବଦଳାଇ ଦେଲେ ଜ୍ୟାକ୍‌ ମା

ବେଜିଂ,୨୯-୭: ଚାଇନାର ସବୁଠାରୁ ଧନବାନ ବ୍ୟକ୍ତି ତଥା ଇ-କମର୍ସ କମ୍ପାନୀ ଆଲିବାବାର ପ୍ରତିଷ୍ଠାତା ଅଧ୍ୟକ୍ଷ ଜ୍ୟାକ୍‌ ମା ଦେଶର କ୍ଷୁଦ୍ର ବ୍ୟବସାୟୀଙ୍କ ଭାଗ୍ୟ ବଦଳାଇ ଦେଇଛନ୍ତି।...

କରୋନା ସଙ୍କଟରେ ୮୦ ହଜାର କର୍ମଚାରୀଙ୍କ ପାଇଁ ପୁରସ୍କାର ଘୋଷଣା କଲା ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୮।୭: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳରେ କେତେକ କାର୍ଯ୍ୟାଳୟ ବନ୍ଦ ରହିଛି। କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦିଆଯାଉଛି। କରୋନା...

ଜନମଙ୍ଗଳକାରୀ ଯୋଜନା ଲାଗି ଅର୍ଥ ସଞ୍ଚୟ କରୁଛୁ

ନୂଆଦିଲ୍ଲୀ: ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବୃଦ୍ଧି ହୋଇ ରେକର୍ଡ ସ୍ତରରେ ରହିଛି। ତେଲ ଉପରେ ଉଚ୍ଚ ଟିକସକୁ ନେଇ ବିରୋଧୀ ଦଳଗୁଡିକ କେନ୍ଦ୍ର...

ମେ ୪ରୁ ମହିଳା ବାଣିଜ୍ୟ ମେଳା-୨୦୨୨

ଭୁବନେଶ୍ୱର,୨୮।୪: ଓଡ଼ିଶାରେ ପ୍ରଥମ ଥର ପାଇଁ ମହିଳା ଶିଳ୍ପୋଦ୍ୟୋଗୀମାନଙ୍କ ଦ୍ୱାରା ଏକ ୫ଦିନିଆ ‘ମହିଳା ବାଣିଜ୍ୟ ମେଳା-୨୨’ର ଆୟୋଜନ କରାଯାଉଛି। ମେ ୪ରୁ ୮ତାରିଖ ପର୍ଯ୍ୟନ୍ତ ଏହି...

ଡିବିଟିରେ ୩୬,୬୫୯ କୋଟି

ନୂଆଦିଲ୍ଲୀ,୨୦।୪: ସୁବିଧାର ପ୍ରତ୍ୟକ୍ଷ ହସ୍ତାନ୍ତର(ଡିବିଟି) ଦ୍ୱାରା ଦେଶର ୧୬.୦୧ କୋଟି ଲୋକଙ୍କ ପାଖକୁ ସରକାର ୩୬,୬୫୯ କୋଟି ଟଙ୍କା ପଠାଇଛନ୍ତି। ପବ୍ଲିକ ଫାଇନାନ୍ସ ମ୍ୟାନେଜମେଣ୍ଟ ସିଷ୍ଟମ(ପିଏଫ୍‌ଏମ୍‌ଏସ୍‌)ରେ...

ସୀତାରାମନ୍‌ଙ୍କ ଅଜବ ଯୁକ୍ତି: ଓଲା, ଉବର ଯୋଗୁ ଅଟୋ ସେକ୍ଟରରେ ଆସିଛି ମାନ୍ଦାବସ୍ଥା

ନୂଆଦିଲ୍ଲୀ,୧୧-୯: ଦେଶର ଅଟୋ ସେକ୍ଟର ଏବେ ଜବରଦସ୍ତ ମାନ୍ଦାବସ୍ଥାର ଶିକାର ହୋଇଛି। କେତେକ କମ୍ପାନୀ ଏବେ କିଛିଦିନ ପାଇଁ ଉତ୍ପାଦନ ବନ୍ଦ ଲାଗି ଘୋଷଣା କରିସାରିଲେଣି।...

ସିଜିୟୁରେ ‘ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ’

ଭୁବନେଶ୍ୱର,୨୬।୭:ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଟାନ ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ) ପରିସରରେ ‘ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ-୨୦୨୨ ସଫ୍ଟୱେର ବର୍ଗର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହୋଇଯାଇଛି। ଏହି...

ତାଜମହଲ ପାଖରେ ଟର୍ମିନାଲ ପାଇଁ ମଞ୍ଜୁରୀ…

ନୂଆଦିଲ୍ଲୀ,୧୮।୧ : ବର୍ତ୍ତମାନ ଖେରିଆରେ ଅବସ୍ଥିତ ଆଗ୍ରା ବିମାନବନ୍ଦରରୁ ଅଧିକ ବିମାନ ଚଳାଚଳ କରିବାକୁ ସକ୍ଷମ ହେବ। ଏହାର ପୂର୍ବ ଆଦେଶରେ ସଂଶୋଧନ କରି ସୁପ୍ରିମକୋର୍ଟ...

Advertisement
Archives

Model This Week