ଜେଇଇ ଆଡ୍‌ଭାନ୍ସଡ୍‌ରେ ଆକାଶର ବାଜିମାତ୍‌

ଭୁବନେଶ୍ୱର,୧୫।୬: ଆକାଶ ଏଜୁକେଶନାଲ ସର୍ଭିସେସ୍‌ ଲିମିଟେଡ୍‌ (ଏଇଏସ୍‌ଏଲ୍‌)ର ଛାତ୍ରୀଛାତ୍ରମାନେ ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍‌ଜାମ ବା ଜେଇଇ ଆଡ୍‌ଭାନ୍ସଡ୍‌-୨୦୨୪ ପରୀକ୍ଷା ଫଳାଫଳରେ ଉଲ୍ଲେଖନୀୟ ସଫଳତା ସହ ବାଜିମାତ୍‌ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଆଇଆଇଟି) ମାଡ୍ରାସ ପକ୍ଷରୁ ନିକଟରେ ଜେଇଇ ଆଡ୍‌ଭାନ୍ସଡ୍‌-୨୦୨୪ ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଏହି ଫଳାଫଳ ଅନୁଯାୟୀ ଏଇଏସ୍‌ଏଲ୍‌ର ଓଡ଼ିଶା ଶାଖାରୁ ମୋଟ ୫୩ ଛାତ୍ର ଜେଇଇ ଆଡ୍‌ଭାନ୍ସଡ୍‌-୨୦୨୪ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଜଣାପଡିଛି। ଅପରପକ୍ଷରେ ସର୍ବଭାରତୀୟ ସ୍କୋର ଅଲ୍‌ ଇଣ୍ଡିଆ ର଼୍ୟାଙ୍କ୍‌ (ଏଆଇଆର୍‌) ଅନୁଯାୟୀ ଆକାଶର ଛାତ୍ର କେଶବ ରଞ୍ଜନ (ଏଆଇଆର୍‌-୧୯୬) ଶୀର୍ଷ ସ୍କୋରର ହାସଲ କରିଥିବାବେଳେ ଦେବାଶିଷ ପଣ୍ଡା (ଏଆଇଆର୍‌-୧୧୩୬),ଅନୁଜ ସୁବୁଦ୍ଧି (ଏଆଇଆର୍‌-୧୧୬୫), ପ୍ରତ୍ୟୁଷ କୁମାର ମାସନ୍ତ (ଏଆଇଆର୍‌-୧୩୬୫), ରିତୁଲ ପ୍ରିୟଦର୍ଶନ (ଏଆଇଆର୍‌-୧୩୮୨) ଏବଂ ରିତେଶ ରାଜ ସିଂହ (ଏଆଇଆର୍‌-୧୯୦୯) ତମ ସ୍ଥାନ ହାସଲ କରିଛନ୍ତି।
ଏ ସମ୍ପର୍କରେ ଏଇଏସ୍‌ଏଲ୍‌ର ଆଞ୍ଚଳିକ ନିର୍ଦ୍ଦେଶକ ଅଜୟ ବାହାଦୁର ସିଂହ କହିଛନ୍ତି, ଆମେ ଛାତ୍ରମାନଙ୍କୁ ସେମାନଙ୍କର ଅନନ୍ୟ ସଫଳତା ନିମନ୍ତେ ଅଭିନନ୍ଦନ ଜଣାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri