ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି। ଏଥିରେ କଳାହାଣ୍ଡିର ଯୁବ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ଆକାଶ ମୁଣ୍ଡ ସ୍ବର୍ଣ୍ଣ ପଦକ ଜିତି ଜିଲା ପାଇଁ ଗୌରବ ଆଣିଛନ୍ତି। ଏହି ପ୍ରତିଯୋଗିତାକୁ ଓଡିଶା କ୍ରୀଡା ଓ ଯୁବସେବା ବିଭାଗ (ଡିଏସ୍‌ୱାଇଏସ୍‌) ପକ୍ଷରୁ ଆୟୋଜନ କରାଯାଇଥିଲା। ଏହାକୁ ଓଡିଶା କ୍ରୀଡା ଓ ଯୁବସେବା ବିଭାଗର ଯୁଗ୍ମ ସଚିବ ସୋନାଲି ଚାନ୍ଦ ଉଦ୍‌ଘାଟନ କରିଥିଲେ। ପ୍ରତିଯୋଗିତାରେ ଅତିଥି ଭାବେ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ତଥା କୋଚ୍‌ ଅମରେନ୍ଦ୍ର ବେହେରା ଓ ବିଜୁ ପଟ୍ଟନାୟକ ପୁରସ୍କାରପ୍ରାପ୍ତ ପ୍ରଶିକ୍ଷକ ଶିବ ପ୍ରସାଦ ଦାସ ପ୍ରମୁଖ ଯୋଗଦେଇ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ। ଏହି ସଫଳତା ପାଇଁ ଜିଲାର ବିଭିନ୍ନ ମହଲରୁ ଆକାଶଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ICC ବିଶ୍ୱକପରୁ ବାଦ ପଡ଼ିବେ ରୋହିତ ଶର୍ମା ! ସାମ୍‌ନାକୁ ଆସିଲା ବଡ଼ ଖବର, ଚିନ୍ତାରେ BCCI

ନୂଆଦିଲ୍ଲୀ,୨୧।୫: ICC ODI ବିଶ୍ୱକପରେ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଂଶଗ୍ରହଣକୁ ନେଇ ପ୍ରଶ୍ନ ଉଠିଛି। ଚୟନକର୍ତ୍ତାମାନେ ଆସନ୍ତା ବର୍ଷ…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ: ପଠାଇଲେ ଯୁଦ୍ଧଜାହଜ

ଓ୍ବାଶିଂଟନ୍‌,୨୧।୫: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବା ଆଡକୁ ଧ୍ୟାନ ଦେଇଛନ୍ତି। ଟ୍ରମ୍ପ କ୍ୟୁବା ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri