Posted inରାଜ୍ୟ

ଇଡିରେ ହାଜର ହେଲେ ଆକାଶ ପାଠକ

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଜେଲ୍‌ ଯାଇ ଜାମିନ୍‌ରେ ଆସିଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟରେ ହାଜର ହୋଇଥିଲେ। ତାଙ୍କୁ ଇଡି ପକ୍ଷରୁ ବେଆଇନ ଅର୍ଥ କାରବାର ସଂକ୍ରାନ୍ତରେ ପଚରାଉଚରା କରାଯାଇଛି।

ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ଘଟଣାରେ ହୋଇଥିବା କୋଟି କୋଟି ଟଙ୍କା ବେଆଇନ ଅର୍ଥ କାରବାର ସମ୍ବନ୍ଧରେ ଇଡି ତଦନ୍ତ କରୁଛି। ଏହାପୂର୍ବରୁ ଆକାଶଙ୍କ ବାପା ଅଭୟକାନ୍ତ, ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ପ୍ରଦୀପଙ୍କ ଝିଅ ଶ୍ରୁତି ପାଣିଗ୍ରାହୀ, ସ୍ତ୍ରୀ ସୁଜାତାଙ୍କୁ ଇଡି ଜେରା କରି ବହୁ ତଥ୍ୟ ହାସଲ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri