ପାରା ବ୍ୟାଡ୍‌ମିଣ୍ଟନରେ ବ୍ରୋଞ୍ଜ ଜିତିଲେ ଆକାଶ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ)- ଉଗାଣ୍ଡାଠାରେ ଗତ ଜୁଲାଇ ପହିଲାରୁ ଚାଲିଥିବା ଆନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ୧୦ ଦେଶର ଶହେ ଜଣ ଖେଳାଳି ଭାଗ ନେଇଥିଲେ। ସେଥିମଧ୍ୟରୁ ଭାରତ ପାଇଁ ପ୍ରତିନିଧିତ୍ୱ କରି କଳାହାଣ୍ଡିର ଯୁବ ବ୍ୟାଡ୍‌ମିଣ୍ଟନ ଖେଳାଳି ଆକାଶ ରଞ୍ଜନ ମୁଣ୍ଡ ଅସୁସ୍ଥତା ହୋଇ ମଧ୍ୟ ଉତ୍ତମ ପ୍ରଦର୍ଶନ କରି ଚମକିଛନ୍ତି। ସେ ଏସ୍‌ଏଲ୍‌ -୩ ପୁରୁଷ ସିଙ୍ଗଲରେ ବ୍ରୋଞ୍ଜ ପଦକ ହାସଲ କରିବାରେ ସକ୍ଷମ ହୋଇଛନ୍ତି। ଏହି ସଫଳତା ପରେ ଜିଲାର ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri