Posted inଜାତୀୟ

ଯୋଗୀଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କଲେ ଅଖିଳେଶ

ଲକ୍ଷ୍ନୌ,୮।୨: ସମାଜବାଦୀ ପାର୍ଟି ଉତ୍ତରପ୍ରଦେଶ ନିର୍ବାଚନ ପାଇଁ ୨୪ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ଗୋରଖପୁର (ସହରାଞ୍ଚଳ) ବିଧାନସଭା ନିର୍ବାଚନମଣ୍ଡଳୀରୁ ପୂର୍ବତନ ଭାଜପା ଉପସଭାପତି ସ୍ବର୍ଗତ ଉପେନ୍ଦ୍ର ଦତ୍ତ ଶୁକ୍ଳାଙ୍କ ସ୍ତ୍ରୀ ସ୍ବଭାବତୀ ଶୁକ୍ଳାଙ୍କୁ ଦଳ ପ୍ରାର୍ଥୀ କରିଛି। ସ୍ବଭାବତୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଦଳ ପକ୍ଷରୁ କୁହାଯାଇଛି।

ଏପରି କି ସମାଜବାଦୀ ପାର୍ଟିର ନେତା ଅଖିଳେଶ ଯାଦବ ମୁବାରକପୁର ବିଧାନସଭା ଆସନରୁ ନିର୍ବାଚନ ଲଢ଼ିିବାକୁ ଦଳ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅନ୍ୟପକ୍ଷେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଫେବୃୟାରୀ ୪ରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଉତ୍ତରପ୍ରଦେଶରେ ୭ଟି ପର୍ଯ୍ୟାୟରେ ମତଦାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ, ତାଙ୍କ ପତ୍ନୀଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

ଡେରାଡୁନ,୧୪।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ସମସ୍ତ ୭୦ଟି ଆସନ ପାଇଁ ସୋମବାର ମତଦାନ ଜାରି ରହିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଓ ତାଙ୍କ...

‘ଭାଜପା ନେତାମାନେ ବିରୋଧ କରିବାକୁ ଦେଇଥିଲେ ଅନୁମତି’ ନାବାଳିକା ବୟାନ ବଦଳାଇବା ଉପରେ ସାକ୍ଷୀ ମଲିକ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୭।୬: ରେସଲିଂ ଫେଡେରେଶନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ)ର ପୂର୍ବତନ ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ସମ୍ପର୍କରେ ଦିଲ୍ଲୀ ପୋଲିସ ଗୁରୁବାର...

ଭାଜପାର ନିର୍ବାଚନୀ ଗାଡ଼ିକୁ ସହାୟତା କଲା କଂଗ୍ରେସ, ସୋସିଆଲ ମିଡିଆରେ ଭାଇରାଲ…

ଅହମଦାବାଦ,୧୨।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳଙ୍କ ପକ୍ଷରୁ ପ୍ରଚାର କାର୍ଯ୍ୟ ଜୋରସୋରରେ ଜାରି ରହିଛି। ଏପରିସ୍ଥଳେ ଏବେ ଏକ ଭିଡ଼ିଓ...

ସଚିନ ପାଇଲଟଙ୍କୁ ମିଳିପାରେ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୧।୪: ୨୦୨୩ରେ ରାଜସ୍ଥାନ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ କଂଗ୍ରେସ ନେତା ସଚିନ ପାଇଲଟ ଗୁରୁବାର ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ବିଭିନ୍ନ...

ସର୍ବଦୀଳୟ ବୈଠକରେ କଂଗ୍ରେସର ଦାବି: ସମସ୍ତଙ୍କର ହେଉ କରୋନା ଟେଷ୍ଟ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣକୁ ରୋକିବା ପାଇଁ ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା, କଂଗ୍ରେସ...

ପ୍ରେମ ପାଇଁ ଛାଡ଼ିଲେ ବନ୍ଧୁକ: ମାଓବାଦୀ ସଂଗଠନକୁ ପଛରେ ପକାଇ କଲେ ବିବାହ

ବସ୍ତର,୨।୩: ପ୍ରେମ କୌଣସି ପ୍ରତିବନ୍ଧକ ମାନେନା। ଏହାର ସଦ୍ୟତମ ଉଦାହରଣ ସୃଷ୍ଟି କରିଛନ୍ତି ମାଓବାଦୀ ସଂଗଠନରେ କାମ କରୁଥିବା ପ୍ରେମୀଯୁଗଳ। ମାଓବାଦୀ ସଂଗଠନରେ ପ୍ରେମ ଅବା...

ପଶ୍ଚିମବଙ୍ଗରେ ଚାଲିଛି ଗୁଣ୍ଡାରାଜ: ଅମିତ ଶାହା

କୋଲକାତା,୧୫।୩: କେନ୍ଦ୍ର ସ୍ବରାଷ୍ଟ୍ୟ ମନ୍ତ୍ରୀ ଅମିତ ଶାହା ଦୁଇଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଆସିଛନ୍ତି। ଏଠାରେ ଦୁଇଟି ସ୍ଥାନରେ ରାଲି କରିବାର କାର୍ଯ୍ୟକ୍ରମ ରହିଛି। ସୋମବାର ଝାରଗ୍ରାମରେ...

୪ଶହ ରେଲଓ୍ବେ ଷ୍ଟେଶନରେ ବ୍ୟବହାର ହେବ ମାଟି ଚା’ର ପାତ୍ର

ନୂଆଦିଲ୍ଲୀ,୩।୧୦: ସିଙ୍ଗଲ-ୟୁଜ ପ୍ଲାଷ୍ଟିକ ବନ୍ଦ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିବା ବେଳେ ଏହାକୁ କାର୍ଯ୍ୟକାରୀ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆହ୍ବାନ ଦେଇଛନ୍ତି। ଗୁରୁବାର...

Advertisement
Archives

Model This Week