Posted inଜାତୀୟ

ଇଭିଏମ୍‌ରେ ତ୍ରୁଟି, ଅଖିଳେଶ କହିଲେ ଭାଜପା ପାଇଁ ହେଉଛି ଭୋଟ

ଲକ୍ଷ୍ନୌ,୨୨।୩: ଦେଶର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେଉଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଅନେକ ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଦେଖାଦେଇଛି। ବିଶେଷ କରି ଉତ୍ତର ପ୍ରଦେଶରେ ପାଖାପାଖି ୩ଶହ ଇଭିଏମ୍‌ରେ ତ୍ରୁଟି ପରିଲକ୍ଷିତ ହୋଇଥିବା ସୂଚନା ମିଳିଛି। ଏହାକୁ ଦେଖିବା ପରେ ସମାଜବାଦୀ ପାର୍ଟି(ଏସ୍‌ପି)ମୁଖ୍ୟ ଅଖିଳେଶ ଯାଦବ ଭାଜପା ପାଇଁ ଭୋଟ ହେଉଛି ବୋଲି କହିଛନ୍ତି। ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଏହି ମତଦାନରେ ଆମେ କାହାକୁ ଦାୟୀ କରିବା ବୋଲି ଅଖିଳେଶ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

ବଢୁଥିବା ପେଟ୍ରୋଲ-ଡିଜେଲ ଦର ଉପରେ ନିର୍ମଳା ସୀତାରାମନ୍‌ଙ୍କ ବଡ଼ ବୟାନ, କହିଲେ ଆଗକୁ…

ନୂଆଦିଲ୍ଲୀ, ୨୫।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି ଯେ ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କରିବା ଦ୍ୱାରା ପ୍ରାୟ ୧…

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri