Posted inଜାତୀୟ

ଅଖିଳେଶ ପ୍ରସାଦ ବିହାରର ନୂଆ ଅଧ୍ୟକ୍ଷ

ପାଟନା,୫।୧୨: ବିହାରରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ମଦନ ମୋହନ ଝା ଇସ୍ତଫା ଦେଇଛନ୍ତି। ଏହାପରେ କଂଗ୍ରେସ ଏମ୍‌ପି ଅଖିଳେଶ ପ୍ରସାଦ ସିଂହଙ୍କୁ ଏକ ବଡ଼ ଦାୟିତ୍ୱ ପ୍ରଦାନ କରିଛି। ଅଖିଳେଶଙ୍କୁ ବିହାର କଂଗ୍ରେସର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ବfର୍ତ୍ତaମାନ ଅଖିଳେଶ ରାଜ୍ୟସଭାର ସଦସ୍ୟ ଅଛନ୍ତି। ୨୦୧୮ରେ ସେ ରାଜ୍ୟସଭା ପାଇଁ ର୍ନିଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। ରାଜ୍ୟରେ ତାଙ୍କର ରାଜନୈତିକ ଦବ୍‌ଦବା ଓ ପ୍ରଭାବ ରହିଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କ ଟାର୍ଗେଟ୍‌ରେ ସୁରକ୍ଷାକର୍ମୀ: ଆଇଇଡି ବିସ୍ପୋରଣରେ ୧୫ କୋବ୍ରା ଯବାନ ଆହତ

ରାଞ୍ଚି, ୨୮।୫: ଝାଡ଼ଖଣ୍ଡରେ ମାଓବାଦୀ କୋବ୍ରା ବାଟାଲିୟନ ଏବଂ ପୋଲିସ କର୍ମଚାରୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମଙ୍ଗଳବାର ସ୍ଥାନୀୟ ସରାୟକେଲାର କୁଚାଇ ଅଞ୍ଚଳରେ ୨୦୯ କୋବ୍ରା ବାଟାଲିୟନ...

ନାମାଙ୍କନପତ୍ର ଦାଖଲ କଲେ ଜୟଶଙ୍କର

ନୂଆଦିଲ୍ଲୀ,୨୬ା୬(ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁଜରାଟରୁ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଜୁଲାଇ ୫ରେ ହେବାକୁ ଥିବା ଉପନିର୍ବାଚନ ଲାଗି ସେ ମଙ୍ଗଳବାର...

ବାଲାକୋଟରେ ଆତଙ୍କବାଦୀଙ୍କ କଣ୍ଟ୍ରୋଲ୍‌ ରୁମ୍‌: ଭାରତରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର, ୨୨।୧୦: ପାକିସ୍ତାନ ସୈନ୍ୟ ବିଭାଗ ପକ୍ଷରୁ ପୁଣି ଥରେ ବାଲାକୋଟରେ ଆତଙ୍କବାଦୀଙ୍କ ପାଇଁ କଣ୍ଟ୍ରୋଲ ରୁମ୍‌ ସ୍ଥାପନ କରାଯାଇଛି। ମୁଜାଫରାବାଦ ଦେଇ ଭାରତରେ ଅନୁପ୍ରବେଶ...

ହାଥରସ ବଳାତ୍କାର ପୀଡ଼ିତାଙ୍କ ପରିବାରର ଦୁଃଖ ଦେଖୁଛି ଦେଶ: ରାହୁଲ

ଚଣ୍ଡିଗଡ଼,୬ ।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍କଳବାର ହାଥରସ ବଳାତ୍କାର ଘଟଣାକୁ ନେଇ ପୁଣିଥରେ କେନ୍ଦ୍ରର ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି । ଏକ...

ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ଦେଶ

ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କଲାମଙ୍କ ଜନ୍ମ ବାର୍ଷିକୀ ଗୁରୁବାର ପାଳିତ ହେଉଛି। ଏହି ଅବସରରେ ବହୁ ପ୍ରତିଷ୍ଠିତ ବ୍ୟକ୍ତି କଳାମଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।...

କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ମାମଲା: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ହୋଇଥିବା ଗ୍ୟାସ ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌...

ଥାର୍ଡ ପାର୍ଟି ଆପ୍‌ ବିନା କୋର୍ଟର ଲାଇଭ୍‌ ଷ୍ଟ୍ରିମିଂ ସମ୍ଭବ ନୁହେଁ : ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୮।୧୧ : ସୁପ୍ରିମକୋର୍ଟ ଏବଂ ନ୍ୟାଶନାଲ ଇନଫରମେଟିକ୍ସ ସେଣ୍ଟର (ଏନଆଇସି) ରେ ଲାଇଭ ଷ୍ଟ୍ରିମ କୋର୍ଟ ପ୍ରକ୍ରିୟା ପାଇଁ ପର୍ଯ୍ୟାପ୍ତ ବୈଷୟିକ ଜ୍ଞାନକୌଶଳ ଏବଂ ଭିତ୍ତିଭୂମି...

ନିର୍ବାଚନରେ ଜୟନ୍ତ-ଅଖିଳେଶଙ୍କୁ କରିବି ସହାୟତା: ସତ୍ୟପାଲ ମଲିକ …

ବାଗପତ,୬।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ରାଜନୈତିକ ଆକ୍ରମଣକୁ ତୀବ୍ର କରି ମେଘାଳୟର ରାଜ୍ୟପାଳ ପଦରୁ ଅବସର ନେବା ପରେ ସତ୍ୟପାଲ ମଲିକ...

Advertisement
Archives

Model This Week