ଅଖିଳେଶ, ରାହୁଲ ପାଇବେ ଏତିକି ସିଟ୍‌ କହିଲେ ଶାହା

ଲକ୍ଷ୍ନୌ,୨୭ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭା ନିର୍ବାଚନ ପ୍ରଚାର କରିବା ପାଇଁ ଉତ୍ତରପ୍ରଦେଶ କୁଶୀନଗରରେ ପହଞ୍ଚିଛନ୍ତି। ଏହି ସମୟରେ ଏଠାରେ ଶାହା ଦୃଢ଼ତା ସହ କହିଛନ୍ତି ଯେ, ରାହୁଲ ଗାନ୍ଧୀଙ୍କ ଦଳ ୪୦ ସିଟ୍‌ ଅତିକ୍ରମ କରିପାରିବ ନାହିଁ। କେବଳ ଏତିକି ନୁହେଁ, ସେ ଆହୁରି ମଧ୍ୟ କହିଛନ୍ତି, ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି ଉତ୍ତରପ୍ରଦେଶରେ ୪ଟି ସିଟ୍‌ ବି ଅତିକ୍ରମ କରିପାରିବ ନାହିଁ।
ଦେଶରେ ୬ଷ୍ଠ ପର୍ଯ୍ୟାୟ ଭୋଟିଂ ଶେଷ ହୋଇଛି। ମୋ’ ପାଖରେ ୫ମ ପର୍ଯ୍ୟାୟର ସ୍ପଷ୍ଟ ଚିତ୍ର ରହିଛି। ମୋଦି ଜୀ ୫ମ ପର୍ଯ୍ୟାୟରେ ୩୧୦ଟି ସିଟ୍‌ ଅତିକ୍ରମ କରିସାରିଛନ୍ତି। ଷଷ୍ଠ ପର୍ଯ୍ୟାୟ ଶେଷ ହୋଇଛି, ସପ୍ତମ ପର୍ଯ୍ୟାୟ ବାକି ଅଛି। ଯେଉଁଥିରେ ୪୦୦ ସିଟ୍‌ ପାର୍‌ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri