Posted inଜାତୀୟ

୨ ଆସନରୁ ନିର୍ବାଚନ ଲଢ଼ିବେ ଅଖିଳେଶ

ଲକ୍ଷ୍ନୌ,୮।୨: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଉତ୍ତରପ୍ରଦେଶର ୨ଟି ଆସନରୁ ନିର୍ବାଚନ ଲଢ଼ିବେ । ଅଖିଳେଶ ମୁବାରକପୁର ଏବଂ କରହାଲ ଆସନରୁ ନିର୍ବାଚନ ଲଢ଼ିବେ ବୋଲି ଦଳ ପକ୍ଷରୁ କୁହାଯାଇଛି। ପୂର୍ବରୁ ଅଖିଳେଶ କରହାଲରୁ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିଲେ।

ସୂଚନାଯୋଗ୍ୟ, ମୁବାରକପୁର ବିଧାନସଭା ଆସନକୁ ବିଏସ୍‌ପିର ଶାହ ଅଲମ ପ୍ରତିନିଧିତ୍ୱ କରୁଛନ୍ତି। ୨୦୧୭ ବିଧାନସଭା ନିର୍ବାଚନରେ ଶାହ ଅଲମ ଏହି ଆସନରୁ ଅଖିଳେଶଙ୍କୁ ୬୮୮ ଖଣ୍ଡ ଭୋଟରେ ହରାଇଥିଲେ। ସମାଜବାଦୀ ପାର୍ଟି ଆଗାମୀ ୨୪ ପ୍ରାର୍ଥୀଙ୍କ ଏକ ତାଲିକା ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?