ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭାଜପା ବୃହତ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବିରୋଧୀ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କରହଲ ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଏସ୍ ପି ସିଂ ବାଗେଲଙ୍କୁ ଅଖିଲେଶ ପରାଜିତ କରିଛନ୍ତି।
ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭାଜପା ବୃହତ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବିରୋଧୀ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କରହଲ ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଏସ୍ ପି ସିଂ ବାଗେଲଙ୍କୁ ଅଖିଲେଶ ପରାଜିତ କରିଛନ୍ତି।
ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…
କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…
ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…
ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…
ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…
ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍ ଗ୍ରାଉଣ୍ଡରେ ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍ ଗ୍ରୁପ…
ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…
ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…