Posted inଜାତୀୟ

ନିର୍ବାଚନ ପୂର୍ବରୁ ଏହି ପଦକ୍ଷେପ ନେଇପାରେ ଭାଜପା: ଅଖିଳେଶ

ଲକ୍ଷ୍ନୌ,୧୪।୧୦: ଲୋକ ସଭା ନିର୍ବାଚନ ପୂର୍ବରୁ ଜାତି ଜନଗଣନାକୁ ନେଇ ରାଜନୀତି ତୀବ୍ର ହୋଇଛି। ବିରୋଧୀ ଦଳ ଏହି ପ୍ରସଙ୍ଗକୁ ଜୋରରେ ଉଠାଉଛନ୍ତି ଏବଂ ପ୍ରତ୍ୟେକ ପ୍ଲାଟଫର୍ମରେ ଏହା ବିଷୟରେ ଆଲୋଚନା ହୋଉଥିବା ବେଳେ ଜନଗଣନା ସପକ୍ଷରେ ଭାଜପା ନାହିଁ। ଭାଜପା ଜାତି ରାଜନୀତିକୁ ବିରୋଧ କରୁଛି। ଏହି ସମୟରେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଜାତି ଜନଗଣନା ସମ୍ପର୍କରେ ପୁଣି ଥରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ, ନିର୍ବାଚନ ଆସିବା ବେଳକୁ ଭାଜପା ମଧ୍ୟ ଏ ବିଷୟରେ ଆଲୋଚନା ଆରମ୍ଭ କରିବ।

ଏସପି ସୁପ୍ରିମୋ ଅଖିଳେଶ ଯାଦବ କହିଛନ୍ତି, ଭାଜପା ସରକାରଙ୍କ ଭୁଲ ନୀତି ଯୋଗୁ ପଛୁଆ ଲୋକ, ଦଳିତ ଏବଂ ସଂଖ୍ୟାଲଘୁଙ୍କ ପ୍ରତି ଅନ୍ୟାୟ କରାଯାଉଛି। ଯେଉଁଥିପାଇଁ ବର୍ତ୍ତମାନ ସାରା ଦେଶରେ ଜନଗଣନା ପାଇଁ ଚାହିଦା ରହିଛି। ଏହା ସମ୍ଭବ ଯେ ନିର୍ବାଚନ ଆସିବା ବେଳକୁ ଭାଜପା ଜାତି ଜନଗଣନା ବିଷୟରେ ମଧ୍ୟ କହିବା ଆରମ୍ଭ କରିପାରେ। ଏସପିଙ୍କ ପଛୁଆ ଶ୍ରେଣୀ ସେଲକୁ ସମ୍ବୋଧିତ କରି ଅଖିଳେଶ ଯାଦବ ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri