Posted inଜାତୀୟ

ବୁନ୍ଦେଲଖଣ୍ଡରୁ ଟିକେଟ ପାଇଲେ ବୀରାପାନଙ୍କ ପୁଅ

ଲକ୍ଷ୍ନୌ,୩।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଜଙ୍ଗଲ ଦସ୍ୟୁ ବୀରାପାନଙ୍କ ନାଁ ପୁଣି ଚର୍ଚ୍ଚାକୁ ଆସିଛି। ଉତ୍ତରପ୍ରଦେଶର ବୁନ୍ଦେଲଖଣ୍ଡ ଅଞ୍ଚଳରେ ବୀରାପାନ ନିଜ ପ୍ରଭାବ ବିସ୍ତାର କରି ଚନ୍ଦନ କାଠ ଚୋରି କରୁଥିଲେ। ଶେଷରେ ପୋଲିସ ବୀରାପାନଙ୍କୁ ଏନ୍‌କାଉଣ୍ଟର କରିଥିଲା। ଏନ୍‌କାଉଣ୍ଟରକୁ ୧୪ ବର୍ଷ ବିତିଯାଇଥିଲେ ମଧ୍ୟ ବୁନ୍ଦେଲଖଣ୍ଡ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ବୀରାପାନଙ୍କ ପରିବାର ପ୍ରତି ଲୋଙ୍କ ଭଲପାଇବା ରହିଛି । ଏହାକୁ ଦୃଷ୍ଟିରେ ରଖି ଚଳିତ ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟି(ଏସ୍‌ପି) ବୀରାପାନଙ୍କ ପୁଅ ଏବଂ ଭଣଜାଙ୍କୁ ଟିକେଟ ଦେଇଛି । ବୀରାପାନଙ୍କ ପୁଅ ବୀରସିଂ ପଟେଲଙ୍କୁ ମାନିକପୁର ବିଧାନସଭା ନିର୍ବାଚନୀମଣ୍ଡଳିରୁ ଏସ୍‌ପି ପ୍ରାର୍ଥୀ କରିଥିବା ବେଳେ ଭଣଜା ରାମସିଂ ପଟେଲଙ୍କୁ ପ୍ରତାପଗଡ଼ ବିଧାନସଭା ଆସନରୁ ପ୍ରାର୍ଥୀ କରାଯାଇଛି।

ସୂଚନା ଯୋଗ୍ୟ, ବୀରସିଂ ପଟେଲ ଏବଂ ରାମସିଂ ପଟେଲ ୨୦୧୨ ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟିରୁ ଟିକେଟରୁ ବିଜୟୀ ହୋଇଥିଲେ। ହେଲେ ୨୦୧୭ ନିର୍ବାଚନରେ ଉଭୟ ଭାଜପା ପ୍ରାର୍ଥୀଙ୍କ ଠାରୁ ପରାଜିତ ହୋଇଥିଲେ। ଏହି ୨ଟି ନିର୍ବାଚନମଣ୍ଡଳୀରେ ଫେବୃଆରୀ ୨୭ରେ ଭୋଟ ଗ୍ରହଣ ହେବ। ପିତା ବୀରାପାନଙ୍କ ମୃତ୍ୟୁ ପରେ ବୀରସିଂ ରାଜନୀତିକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri