ରାଜନୀତିରେ ହଇଚଇ: କହିଦେଲେ ଅଖିଳେଶ, ଏବେ ଶ୍ରୀକାନ୍ତଙ୍କ ଗତି କୁଆଡ଼େ ନେଇ ବଢ଼ୁଛି ସସ୍ପେନ୍ସ

ଭୁବନେଶ୍ୱର,୧୬।୪: ଅଖିଳେଶ ଯାଦବଙ୍କ ଭୁବନେଶ୍ବର ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ତେବେ ଏହି ସମୟରେ ସେ କହିଥିବା କିଛି କଥା ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନାଙ୍କୁ ନେଇ ସସ୍ପେନ୍ସ ବଢ଼ାଇଛି।
ସେ କହିଛନ୍ତି , ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନାଙ୍କୁ ସାକ୍ଷାତ କରିବି। ସମାଜବାଦୀ ପାର୍ଟିକୁ ଓଡ଼ିଶାରେ ସଂଗଠିତ କରିବାକୁ ଆସିଛି ବୋଲି ମଧ୍ୟ କହିଛନ୍ତି।

ତେବେ ଏପରି ସ୍ଥିତିରେ ଶ୍ରୀକାନ୍ତ ଜେନାଙ୍କୁ ବାସଭବନରେ ସାକ୍ଷାତକୁ ନେଇ ଚର୍ଚ୍ଚା ଜୋର ଧରିଛି। ଓଡ଼ିଶାରେ ସମାଜବାଦୀ ପାର୍ଟି ବଢ଼ିବା ନେଇ ଆଲୋଚନା କରିବି ବୋଲି ଅଖିଳେଶ କହିଛନ୍ତି। ସମାଜବାଦୀ ପାର୍ଟିର ଏଠି ବଡ଼ ସଂଗଠନ ନାହିଁ’  ଲୋକଙ୍କୁ ଯୋଡ଼ିବା ପାଇଁ ଆମର ଉଦ୍ୟମ ରହିବ। ତେବେ ଏହି ଖବର ପ୍ରକାଶ କରେ ବରିଷ୍ଠ ନେତା ଶ୍ରୀକାନ୍ତ ଜେନାଙ୍କ ଗତି କୁଆଡ଼େ ବୋଲି ଚର୍ଚ୍ଚା ହେଉଛି। ଯାହାକୁ ନେଇ ସସ୍ପେନ୍ସ ମଧ୍ୟ ବଢ଼ିଛି।

ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri