Posted inଜାତୀୟ

ନିର୍ବାଚନ ପୂର୍ବରୁ ଏକାଠି ହେବେ ମୂଲାୟମଙ୍କ ପରିବାର!

ଲକ୍ଷ୍ନୌ,୩।୧୧:ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦଙ୍କ ପରିବାର ଏକାଠି ହେବାକୁ ଯାଉଛନ୍ତି। ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ସବୁ ଝଗଡା ଭୁଲି ଦାଦାଙ୍କ ଦଳ ସହ ମିଶିବାକୁ ଯାଉଛନ୍ତି। ପ୍ରତିବର୍ଷ ଭଳି ଏସପି ରାଷ୍ଟ୍ରୀୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ତାଙ୍କ ଗାଁ ସୈଫଇରେ ଦୀପାବଳି ପାଳନ ପାଇଁ ପହଞ୍ଚିଛନ୍ତି। ଦୀପାବଳୀରେ ଦାଦା ଶିବପାଲଙ୍କୁ ଅଖିଳେଶ ଏକ ବଡ ଉପହାର ଦେଇଛନ୍ତି। ଏହି ଅବସରରେ ଅଖିଳେଶ କହିଛନ୍ତି ଯେ ୨୦୨୨ ମସିହାରେ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟି ଶିବପାଲଙ୍କ ଦଳ ଏବଂ ସମସ୍ତ ଛୋଟ ଏବଂ ଆଞ୍ଚଳିକ ଦଳ ସହ ମେଣ୍ଟ କରିବ। ଦଳରେ ଦାଦାଙ୍କର ସମ୍ପୂର୍ଣ୍ଣ ସମ୍ମାନ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri