Posted inଜାତୀୟ

ଅଖିଳେଶଙ୍କ ସାଇକେଲ ଯାତ୍ରା

ଲକ୍ଷ୍ନୌ,୫ ।୮: ସମାଜବାଦୀ ଆନ୍ଦୋଳନର ବରିଷ୍ଠ ନେତା ଜନେଶ୍ୱର ମିଶ୍ରଙ୍କର ଜୟନ୍ତି ଅବସରେରେ ସାଇକେଲ ଯାତ୍ରାରେ ବାହାରିଥିଲେ ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଅଖିଳେଶ ଯାଦବ । ଗୁରୁବାର ସେ ଏହି ରାଲିରେ ବାହାରିବା ପୂର୍ବରୁ କେତେଜଣ ଖବରଦାତାଙ୍କ ପଶ୍ନର ଉତ୍ତର ଦେଇଥିଲେ । ତେବେ ୨୦୨୨ରେ ଉତ୍ତର ପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ତାଙ୍କ ଦଳ ୪୦୦ ଆସନରେ ବିଜୟ ଲାଭ କରିବ ବୋଲି ସେ କହିଛନ୍ତି । କାରଣ ଭାରତୀୟ ଜନତା ପାର୍ଟି(ଭାଜପା) ଉପରୁ ଜନତାଙ୍କ ବିଶ୍ୱାସ ତୁଟି ଗଲାଣି । ଭାଜପା ସରକାର ଜନତାଙ୍କୁ ଧୋକା ଦେଇଛନ୍ତି । ଭାଜପା ଏବେ ଅପରାଧିଙ୍କ ଗନ୍ତାଘର । ଏମାନଙ୍କ ପାଇଁ ରାଜନୀତି ଏବେ ବ୍ୟବସାୟ ପାଲଟି ଗଲାଣି । ଭାଜପା ସରକାର କରୋନା ମହାମାରୀ ସମୟରେ ଲୋକଙ୍କୁ ସାହାଯ୍ୟ କରିନାହିଁ ଫଳରେ ବହୁ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ହୋଇଛି । ଏହାପରେ ଅଖିଳେଶ ସାଇକେଲ ଯାତ୍ରାରେ ବାହାରି ଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri