Posted inଜାତୀୟ

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଅଖିଳେଶ ଯାଦବଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୨ା୬(ଦୁର୍ଯ୍ୟୋଧନ ପାତ୍ର ): ଲୋକ ସଭା ନିର୍ବାଚନର ଫଳାଫଳ ପୂର୍ବରୁ ଏକ୍‌ଜିଟ୍‌ ପୋଲ୍‌ ତଥ୍ୟ ବିରୋଧୀ ଦଳ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ଭୋଟ୍‌ ଶେଷ ହେବା ମାତ୍ରେ ବିଭିନ୍ନ ଏଜେନ୍ସି ଏବଂ ଚ୍ୟାନେଲରୁ ଏକ୍‌ଜିଟ୍‌ ପୋଲ୍‌ ଆସିଲା। ଉତ୍ତରପ୍ରଦେଶରେ ପ୍ରାୟ ସବୁ ସ୍ଥାନରେ ଏନ୍‌ଡିଏ ଆଗୁଆ ରହିଛି ବୋଲି ପୂର୍ବାନୁମାନ କରାଯାଇଛି। ଯେଉଁଠାରେ ବିରୋଧୀ ଇଣ୍ଡିଆ ମେଣ୍ଟ ବହୁ ପଛରେ ଥିବା ଜଣାପଡ଼ିଛି।

ଏହା ଉପରେ ଅଖିଳେଶ ଯାଦବ କହିଛନ୍ତି, ‘ଏକ୍‌ଜିଟ୍‌ ପୋଲର କ୍ରମାନୁସାରେ ବୁଝନ୍ତୁ, ବିରୋଧୀ ଘୋଷଣା କରିସାରିଛନ୍ତି ଯେ, ଭାଜପା ଗଣମାଧ୍ୟମ ଭାଜପାକୁ ୩୦୦ରୁ ଅଧିକ ଦେଖାଇବ। ଆଜିର ଭାଜପା ଏକ୍‌ଜିଟ୍‌ ପୋଲ୍‌ ଅନେକ ମାସ ପୂର୍ବରୁ ପ୍ରସ୍ତୁତ ହୋଇଥିଲା ଏବଂ ଆଜି ଚ୍ୟାନେଲଗୁଡ଼ିକରେ ଦେଖଉଛି। ଏହି ଏକ୍‌ଜିଟ ପୋଲ୍‌ ମାଧ୍ୟମରେ ଜନମତକୁ ଧୋକା ଦିଆଯାଉଛି।

ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ‘ଏହି ଏକ୍‌ଜିଟ୍‌ ପୋଲ ଆଧାରରେ ସୋମବାର ଶେୟାର ମାର୍କେଟ ଖୋଲିବାର ସୁଯୋଗ ନେବାକୁ ଭାଜପା ଚାହୁଁଛି। ଯଦି ଏହି ଏକ୍‌ଜିଟ୍‌ ପୋଲ୍‌ ମିଥ୍ୟା ନୁହେଁ ଏବଂ ଭାଜପା ପ୍ରକୃତରେ ହାରି ନ ଥାନ୍ତା, ତେବେ ଭାଜପା ଲୋକମାନେ ନିଜ ଲୋକଙ୍କୁ ଦାୟୀ କରି ନ ଥାନ୍ତେ। ଭାଜପାର ଶୁଖିଲା ଚେହେରା ପୂରା ସତ କହୁଛି। ’


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri