Posted inଜାତୀୟ

ଅଖିଳେଶଙ୍କ ବଡ଼ ଘୋଷଣା, ଲଢ଼ିବିନି ନିର୍ବାଚନ…

ଲକ୍ଷ୍ନୌ,୧।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି ପକ୍ଷରୁ ଅଖିଳେଶ ଯାଦବ ବଡ଼ ଘୋଷଣା କରିଛନ୍ତି। ଅଖିଳେଶ କହିଛନ୍ତି ଯେ, ସେ ଆସନ୍ତା ବିଧାନସଭା ନିର୍ବାଚନ ଲଢ଼ିବେନି। ରାଜ୍ୟର ବିଧାନସଭା ନିର୍ବାଚନରେ ସେ ନିଜକୁ ବ୍ୟସ୍ତ ରଖିବାକୁ ଚାହୁଁଥିବା କହିଛନ୍ତି। ତେଣୁ ନିଜେ ନିର୍ବାଚନ ଲଢ଼ିବେନି ବୋଲି ସୂଚନା ଦେଇଛନ୍ତି।

ସେହିପରି ରାଷ୍ଟ୍ରୀୟ ଲୋକ ଦଳ ସହିତ ମେଣ୍ଟ ନେଇ ସେ କହିଛନ୍ତି, ପ୍ରଥମେ ଆସନ ଭାଗବଣ୍ଟା ଉପରେ ନିଷ୍ପତ୍ତି ଗ୍ରହଣ କରାଯିବ। ପରବର୍ତ୍ତୀ ସମୟରେ ଏନେଇ ଅନ୍ୟ ପଦକ୍ଷେପ ଗ୍ରହଣ ହେବ।

୨୦୨୨ ଫେବୃୟାରୀ-ମାର୍ଚ୍ଚରେ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଅଖିଳେଶ ଭୋଟରଙ୍କ ନିକଟତର ହେବା ଲାଗି ରଥଯାତ୍ରା ଆରମ୍ଭ କରିଛନ୍ତି।

ଏହା ସହିତ ସେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କୁ ଲଗାତାର ଟାର୍ଗେଟ କରିବାରେ ଲାଗିଛନ୍ତି। ରାଜ୍ୟରେ ଭାଜପା ନେତୃତ୍ୱାଧୀନ ସରକାର କେବଳ ଶୌଚାଳୟ ନିର୍ମାଣରେ ବ୍ୟସ୍ତ ରହିଛନ୍ତି। ରାଜ୍ୟ ସରକାର ଶିଳାନ୍ୟାସ କରି ଚାଲିଛନ୍ତି। ମାତ୍ର ମୁଖ୍ୟମନ୍ତ୍ରୀ ଯୋଗୀ ସରକାର କୌଣସି ପ୍ରକଳ୍ପର ଉଦ୍‌ଘାଟନ କରିବାକୁ ସକ୍ଷମ ହୋଇ ପାରୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri