Posted inଖେଳ

‘ଦୁଇ ଭାଗ ହୋଇଗଲାଣି ଭାରତୀୟ କ୍ରିକେଟ ଟିମ୍‌’

ନୂଆଦିଲ୍ଲୀ,୩।୧୧: ଟି-୨୦ ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ ଜାରି ରଖିଛି ଟିମ୍‌ ଇଣ୍ଡିଆ। ଲଗାତାର ଦୁଇଟି ମ୍ୟାଚ୍‌ରେ ପରାଜିତ ହେବା ପରଠାରୁ ଦଳକୁ ବିଭିନ୍ନ ମହଲରେ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ରବିବାର ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ମ୍ୟାଚ୍‌ରେ ୮ ଉଇକେଟରେ ପରାସ୍ତ ହୋଇଥିଲା ଭାରତ। ଏହାପରେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍‌ ଶୋଏବ ଅଖ୍‌ତର ବଡ଼ ଟିପ୍ପଣୀ ଦେଇଛନ୍ତି।

ଟୁର୍ନାମେଣ୍ଟ ପରେ ଅଖ୍‌ତର କହିଛନ୍ତି, ଭାରତୀୟ ଦଳ ଏବେ ଦୁଇଟି ଭାଗରେ ବିଭକ୍ତ ହୋଇଛି। ସେଥିରୁ ଗୋଟିଏ ଭାରତୀୟ ଅଧିନାୟକଙ୍କ ବିପକ୍ଷରେ ହୋଇପାରେ। ମୁଁ ଜାଣେ ଏପରି କାହିଁକି ହେଉଛି। ଅଧିନାୟକ ଭାବେ କୋହଲିଙ୍କ ଏହା ଶେଷ ଟି-୨୦ ବିଶ୍ୱକପ୍‌। ସେଥିପାଇଁ ଏଭଳି ହୋଇପାରେ। ହେଲେ ସେ ଜଣେ ମହାନ କ୍ରିକେଟର। ଆମକୁ ତାଙ୍କର ସମ୍ମାନ କରିବା ଉଚିତ।

କହିରଖୁଛୁ, ଏଯାବତ ଖେଳିଥିବା ଦୁଇଟି ମ୍ୟାଚ୍‌ରେ ଭାରତ ହାରିଥିବା ବେଳେ ପାକିସ୍ତାନ ନିଜର ବିଜୟ ଅଭିଯାନ ଜାରି ରଖିଛି। ବୁଧବାର ଭାରତ ଆଫଗାନିସ୍ତାନ ବିପକ୍ଷରେ ବିଶ୍ୱକପ୍‌ର ତୃତୀୟ ମ୍ୟାଚ୍‌ ଖେଳିବ। ଏହାର ପରିଣାମ ଉପରେ ଦଳର ଆଗାମୀ ଯାତ୍ରା ନିର୍ଭର କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri