Posted inଜାତୀୟ

ମଣିପୁରର ଲୋକପ୍ରିୟ ଗାୟକ ଅଖୁ ଚିଙ୍ଗଙ୍ଗବାମଙ୍କୁ ଅପହରଣ

ଇମ୍ଫାଲ,୨୯।୧୨: ମଣିପୁରର ଗାୟକ ତଥା ଗୀତିକାର ଅଖୁ ଚିଙ୍ଗଙ୍ଗବାମଙ୍କ ଅପହରଣ। କିଛି ଅଜଣା ବନ୍ଧୁକଧାରୀ ତାଙ୍କୁ ଅପହରଣ କରି ନେଇଛନ୍ତି। ପୂର୍ବ ଇମ୍ଫାଲ ଖୁରାଇ ବାସିନ୍ଦା ଅଖୁ ଫୋକ୍‌ ରକ୍‌ ବ୍ୟାଣ୍ଡ ‘ଇମ୍ଫାଲ ଟକିସ୍‌’ର ସଂସ୍ଥାପକ ଅଟନ୍ତି।

ସୂଚନା ଅନୁଯାୟୀ, ତାଙ୍କ ସ୍ତ୍ରୀ ଓ ମାଆଙ୍କୁ ବନ୍ଧୁକ ଦେଖାଇ କିଛି ବନ୍ଧୁକଧାରୀ ଅଖୁଙ୍କୁ ଉଠାଇ ନେଇଛନ୍ତି। ତେବେ ଅଖୁଙ୍କୁ କିଏ ଅପହରଣ କରିଛି ଓ କାହିଁକି କରିଛି ସେନେଇ କୌଣସି ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri