Posted inଖେଳ

ଅକ୍ଷର ପଟେଲଙ୍କୁ ୧୨ଲକ୍ଷ ଜରିମାନା

ନୂଆଦିଲ୍ଲୀ, ୧୪ା୪: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଆଇପିଏଲ୍‌ ଗେମ୍‌ରେ ସ୍ଲୋ ଓଭର ରେଟ୍‌ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଅକ୍ଷର ପଟେଲକଙ୍କୁ ୧୨ ଲକ୍ଷ ଟଙ୍କ ଜରିମାନା ହୋଇଛି।

ରବିବାର ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ନିର୍ଦ୍ଧାରିତ ଓଭରରେ ୫ ଉଇକେଟ ବିନିମୟରେ ୨୦୫ ରନ କରିଥିଲା। ଜବାବରେ ଦିଲ୍ଲୀ କ୍ୟାପିଟାଲ୍ସ ୧୯ ଓଭରରେ ୧୯୩ ରନ କରି ଅଲଆଉଟ ହୋଇଯାଇଥିଲା। ସ୍ଥାନୀୟ ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଏକ ସ୍ଲୋ ଓଭର ରେଟ୍‌ ପାଇଁ ଆଇପିଏଲ୍‌ ଆଚରଣ ସଂହିତାର ଧାରା ୨.୨୨ ଅନୁସାରେ ଅକ୍ଷରଙ୍କୁ ଏହି ଜରିମାନା କରାଯାଇଥିବା ବିସିସିଆଇ କହିଛି।

ଟୁର୍ନାମେଣ୍ଟରେ ଦିଲ୍ଲୀ କ୍ୟାପିଟାଲ୍ସର ଏହା ହେଉଛି ପ୍ରଥମ ପରାଜୟ। ଅକ୍ଷର ଫର୍ମ ଫେରିପାଇବା ଲାଗି ସଂଘର୍ଷ ଚଳାଇଥିବା ବେଳେ ଗତ ୫ଟି ମ୍ୟାଚରେ ଗୋଟିଏ ହେଲେ ଉଇକେଟ ହାସଲ କରିପାରି ନାହାନ୍ତି। ସେ ମାତ୍ର ୬୭ ରନ ସଂଗ୍ରହ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପୁଲିସରର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ...

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...

ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ

ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି।...

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ...

ଫସିଗଲେ ବାବା ରାମଦେବ, ଭର୍ତ୍ସନା କଲେ Delhi High Court

ନୂଆଦିଲ୍ଲୀ,୨୨।୪: ଦିଲ୍ଲୀ ହାଇକୋର୍ଟ ହମଦର୍ଦ କମ୍ପାନୀ ଏବଂ ଏହାର ଲୋକପ୍ରିୟ ଉତ୍ପାଦ ରୁହ ଅଫଜା ବିରୁଦ୍ଧରେ ଆପତ୍ତିଜନକ ମନ୍ତବ୍ୟ ପାଇଁ ଯୋଗଗୁରୁ ବାବା ରାମଦେବଙ୍କୁ ଭର୍ତ୍ସନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri