Posted inଖେଳ

ଗାଏକ୍ୱାଡଙ୍କୁ ଏମିତି ଚ୍ୟାଲେଞ୍ଜ ଦେଲେ ଅକ୍ଷର ପଟେଲ: ୬୦ ସେକେଣ୍ଡରେ କରିବାକୁ ହେବ ପୂରଣ: ଦେଖନ୍ତୁ ଭିଡିଓ

ଥିରୁଭାନନ୍ତପୁରମ୍‌,୨୭।୧୧: ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜରେ ଭାରତ ୨-୧ରେ ଆଗୁଆ ରହିଛି। ଦ୍ୱିତୀୟ ମ୍ୟାଚରେ ଭାରତ ୪୪ ରନରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା। ଭାରତୀୟ ଦଳର ବିଜୟ ପରେ ଅକ୍ଷର ପଟେଲ ଋତୁରାଜ ଗାଏକ୍ୱାଡଙ୍କୁ ଏକ ରୋଚକ ଚ୍ୟାଲେଞ୍ଜ ଦେଇଥିଲେ। ଭାରତରେ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ଏହାର ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛି। ଏଥିରେ ଅକ୍ଷର ଋତୁରାଜଙ୍କୁ ୬୦ ସେକେଣ୍ଡରେ ମ୍ୟାଚ ରିପୋର୍ଟ ବର୍ଣ୍ଣନା କରିବାକୁ ଚ୍ୟାଲେଞ୍ଜ ଦେଇଥିଲେ। ପ୍ରଶଂସକମାନେ ଏହି ଭିଡିଓ ଉପରେ ଅନେକ ପ୍ରକାରର ମନ୍ତବ୍ୟ ଦେଇଛନ୍ତି।
ରିତୁରାଜଙ୍କୁ ଚ୍ୟାଲେଞ୍ଜ ଦେବା ବେଳେ ଏସର୍ତ୍ତ ଥିଲା ଯେ, ଅକ୍ଷର ମଝିରେ ଡିଷ୍ଟର୍ବ କରିବେ। ରିତୁରାଜ ମଧ୍ୟ ଏହି ଚ୍ୟାଲେଞ୍ଜ୍‌କୁ ଗ୍ରହଣ କରିଥିଲେ। ସେ ରିପୋର୍ଟ ବର୍ଣ୍ଣନା କରିବା ମାତ୍ରେ ଅକ୍ଷର ଡିଷ୍ଟର୍ବ କରିବାକୁ ଲାଗିଲେ। ଋତୁରାଜ ପ୍ରାୟ ୫୫ ସେକେଣ୍ଡରେ ପୁରା ରିପୋର୍ଟ ବର୍ଣ୍ଣନା କରିଥିଲେ।
ଏକ୍ସରେ ୨୫,୦୦୦ରୁ ଅଧିକ ଲୋକ ଏହି ଭିଡିଓ ଦେଖିଛନ୍ତି। ଏହି ଭିଡିଓକୁ ପ୍ରାୟ ୨ ହଜାର ଲୋକ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୌସୁମୀ ସକ୍ରିୟ, ବଢ଼ିବ ବର୍ଷା: ଏହି ସବୁ ଜିଲାରେ…

ଭୁବନେଶ୍ୱର,୨୫ା୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି ସ୍ଥାନରେ…

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri