ଚର୍ଚ୍ଚାରେ ଅକ୍ଷତା ମୂର୍ତ୍ତି: କେବେ କରୁଥିଲେ ବଲ୍‌ବର ମାର୍କେଟିଂ, ଏବେ ୫୯୦୦ କୋଟି ଟଙ୍କାର ମାଲିକାଣୀ 

ଦିଲ୍ଲୀରେ ହୋଇଥିବା ଜି୨୦ ସମ୍ମିଳନୀରେ ଭାଗ ନେବା ଲାଗି ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ ଭାରତ ଆସିଥିଲେ ପତ୍ନୀ ଅକ୍ଷତା ମୂର୍ତ୍ତି। ଏହି ସମୟରେ ଦୁହେଁ ଅକ୍ଷରଧାମ ମନ୍ଦିର ପରିଦର୍ଶନ କରିଥିଲେ, ଯାହାର ଫଟୋ ଭାଇରାଲ ହେବା ପରେ ଅକ୍ଷତା ଚର୍ଚ୍ଚାକୁ ଆସିଛନ୍ତି। ସେବେଠାରୁ ଇନ୍‌ଫୋସିସ୍‌ର ଅନ୍ୟତମ ପ୍ରତିଷ୍ଠାତା ଅକ୍ଷରା କ’ଣ କରନ୍ତି ସେ ନେଇ ଅନେକ ଜାଣିବାକୁ ଇଚ୍ଛୁକ। ଆସନ୍ତୁ ଜାଣିବା…
ଇନ୍‌ଫୋସିସ୍‌ରେ ଅକ୍ଷତାଙ୍କ ୦.୯୩% ଶେୟାର ରହିଛି। ସେ ପ୍ରଥମ ଚାକିରି ଭାବେ ଟେଣ୍ଡରିସ୍‌ ନାମକ ଷ୍ଟାଟ୍‌ଅପ୍‌ରେ ଏଲ୍‌ଇଡି ବଲ୍‌ବର ମାର୍କେଟିଂ କରିଥିଲେ। ସେତେବେଳେ ସେ କମ୍ପାନୀର ୬୦,୦୦୦ ବଲ୍‌ବକୁ ଗୁଗୁଲ୍‌କୁ ବିକ୍ରି କରିବାର ଡିଲ୍‌ କରିଥିଲେ। ଏବେ ସେ କୈଟାମାରନ୍‌ ବେଞ୍ଚର୍ସ ୟୁକେ ଲିମିଟେଡ୍‌ର ନିର୍ଦ୍ଦେଶକ ଅଛନ୍ତି। ପୂର୍ବରୁ ସେ ନିଉ ଆଣ୍ଡ ଲିଙ୍ଗଉଡ୍‌ ଏବଂ ଡିଗ୍‌ମି ଫିଟ୍‌ନେସ୍‌ର ନିର୍ଦ୍ଦେଶକ ଥିଲେ। ଏହାଛଡ଼ା ସେ ଅକ୍ଷତା ଡିଜାଇନ୍ସର ମଧ୍ୟ ପ୍ରତିଷ୍ଠାତା।
ବର୍ତ୍ତମାନ ସମୟରେ ଦେଖିଲେ ସେ ସ୍ବାମୀ ଋଷିଙ୍କଠାରୁ ଅଧିକ ଧନୀ। ଅକ୍ଷତାଙ୍କ ମୋଟ ସମ୍ପତ୍ତି ୫୯୨୬ କୋଟି ଟଙ୍କା ହୋଇଥିବା ବେଳେ ସୁନକଙ୍କ ସମ୍ପତ୍ତି ୯୯୦ କୋଟି ଟଙ୍କା।

Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?