ଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହ ଅବସରରେ ମାଟି ମା’କୁ ପୂଜା କରି ଚଷାପୁଅ ଅଖିମୁଠି ଅନୁକୂଳ କରିଥାଏ । ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇ ଲେଖିଛନ୍ତି, ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ସଭିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀ ଭାଇଙ୍କ ଅଖିମୁଠି ଅନୁକୂଳରେ ଚଳିତ ବର୍ଷ ଭଲ ଫସଲ ଅମଳ ହେବା ସହ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri