କାହାକୁ ବଲିଉଡ୍‌ର ସେକ୍ସି ଅଭିନେତ୍ରୀ କହିଥିଲେ ଅକ୍ଷୟ ଖାନ୍ନା

ବଲିଉଡରେ ଅନେକ ସୁନ୍ଦରୀ ଅଛନ୍ତି, ଯାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶକ ପାଗଳ। ମାତ୍ର ଯେତେବେଳେ ସବୁଠାରୁ ସୁନ୍ଦରୀ ଅଭିନେତ୍ରୀଙ୍କ କଥା ଆସେ, ସେତେବେଳେ ପ୍ରଥମ ନାମ ଐଶ୍ୱର୍ଯ୍ୟା ରାୟଙ୍କ ଆସେ। ଏକ ସାକ୍ଷାତକାରରେ ଅଭିନେତା ଅକ୍ଷୟ ଖାନ୍ନା ଐଶ୍ୱର୍ଯ୍ୟାଙ୍କ ବିଷୟରେ କିଛି କହିଥିଲେ। ଯେଉଁଥିରୁ ସ୍ପଷ୍ଟ ହୋଇଥିଲା ଯେ, ଅକ୍ଷୟ ଐଶ୍ୱର୍ଯ୍ୟାଙ୍କ ବଡ ପ୍ରଶଂସକ । ଐଶ୍ୱର୍ଯ୍ୟା ଏବଂ ଅକ୍ଷୟ ମଧ୍ୟ ଦୁଇଟି ଚଳଚ୍ଚିତ୍ରରେ ଏକାଠି କାମ କରିଛନ୍ତି। ତେବେ ଜାଣନ୍ତୁ ଅକ୍ଷୟ ଐଶ୍ୱର୍ଯ୍ୟାଙ୍କ ବିଷୟରେ କ’ଣ କହିଛନ୍ତି।

ଐଶ୍ୱର୍ଯ୍ୟା ଏବଂ ଅକ୍ଷୟ ‘ତାଲ’ ଏବଂ ‘ଆ ଅବ୍‌ ଲୌଟ ଚଲେ’ ଫିଲ୍ମରେ ଏକାଠି କାମ କରିଥିଲେ। ଉଭୟ ଚଳଚ୍ଚିତ୍ରରେ ଐଶ୍ୱର୍ଯ୍ୟା ଏବଂ ଅକ୍ଷୟଙ୍କ ଯୋଡି ଦର୍ଶକଙ୍କୁ ପସନ୍ଦ ଆସିଥିଲା। ୨୦୧୭ ମସିହାରେ ଅକ୍ଷୟ ତାଙ୍କ ଚଳଚ୍ଚିତ୍ର ‘ଇତ୍ତଫାକ’ର ପ୍ରମୋଶନ ସମୟରେ କରଣ ଜୋହରଙ୍କ ଟକ ଶୋରେ ପହଞ୍ଚିଥିଲେ। ଏହି ଶୋ’ରେ କରଣ ଅକ୍ଷୟଙ୍କୁ ପ୍ରଶ୍ନ କରିଥିଲେ , ଇଣ୍ଡଷ୍ଟ୍ରିର ସବୁଠାରୁ ସେକ୍ସି ଅଭିନେତ୍ରୀ କିଏ। ଏହାର ଜବାବରେ ଅକ୍ଷୟ ଐଶ୍ୱର୍ଯ୍ୟାଙ୍କ ନାମ ନେଇଥିଲେ। ଅକ୍ଷୟ ଐଶ୍ୱର୍ଯ୍ୟାଙ୍କ ନାମ ନେଇ କହିଥିଲେ ଯେ, ‘ଯେତେବେଳେ ମୁଁ ତାଙ୍କୁ ଭେଟେ, ମୁଁ ତାଙ୍କୁ ଦେଖିକି ହିଁ ରହିଯାଏ। ଏହା ପୁରୁଷମାନଙ୍କ ପାଇଁ ଅତ୍ୟନ୍ତ ଲଜ୍ଜାଜନକ, କିନ୍ତୁ ଐଶ୍ୱର୍ଯ୍ୟା ନିଶ୍ଚୟ ଏଥିରେ ଅଭ୍ୟସ୍ତ ହୋଇ ଯାଇଥିବେ। ମୁଁ ପାଗଳ ପରି ତାଙ୍କୁ ଦେଖେ।


Enter your email to get our daily news in your inbox.

All Right Reserved By Dharitri.Com

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri