ରିଲିଜ୍ ହେଲା ‘ବଚ୍ଚନ ପାଣ୍ଡେ’ର ନୂଆ ଗୀତ

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଅଭିନୀତ ଫିିଲ୍ମ ‘ବଚ୍ଚନ ପାଣ୍ଡେ’ର ଆଉ ଏକ ନୂଆ ଗୀତ ରିଲିଜ୍ ହୋଇଛି । ପୂର୍ବରୁ ଏହାର ଟ୍ରେଲର ରିଲିଜ୍ ହୋଇଥିବା ବେଳେ ଦର୍ଶକେ ଖୁବ୍ ଉତ୍ସାହର ସହ ଏହାକୁ ଅପେକ୍ଷା ରଖିଛନ୍ତି । ଫିଲ୍ମଟି ରିଲିଜ୍ ହେବା ପୂର୍ବରୁ ଏବେ ଏହାର ନୂଆ ଗୀତ ‘ସାରେ ବୋଲୋ ବେୱାଫା’ ରିଲିଜ୍ ହୋଇଛି । ଫିଲ୍ମରେ ଅକ୍ଷୟଙ୍କ ଗ୍ୟାଙ୍ଗଷ୍ଟର ଲୁକ୍ ଦେଖିବାକୁ ଦର୍ଶକେ ଅପେକ୍ଷା ରଖିଥିବା ବେଳେ ଏହି ଗୀତରେ ସେ ଖୁବ୍ ଡ୍ୟାନ୍ସ କରୁଥିବା ଦେଖାଯାଇଛି । ଏହା ଭାଙ୍ଗିଯାଇଥିବା ହୃଦୟକୁ ଯୋଡିବାରେ ବେଶ୍ ସହାୟକ ହେବ ବୋଲି କୁହାଯାଉଛି । ଅକ୍ଷୟଙ୍କ ଏହି ଗୀତକୁ ତାଙ୍କ ପ୍ରଶଂସକମାନେ ବେଶ୍ ପସନ୍ଦ କରିଛନ୍ତି ।
ଅକ୍ଷୟ ସୋସିଆଲ ମିଡିଆରେ ଗୀତଟିକୁ ଶେୟାର କରି ଏହି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି ଏବେ ହୃଦୟ ଭାଙ୍ଗିବାର ଶବ୍ଦ ସଭିଙ୍କୁ ଶୁଭିବ । ଏବେ ସମସ୍ତେ କହିବେ ସାରେ ବୋଲୋ ବେୱାଫା ସଙ୍ଗ ରିଲିଜ୍ ହୋଇ ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri