ଅକ୍ଷୟ କୁମାର କରୋନା ପଜିଟିଭ୍‌

ମୁମ୍ବାଇ,୪।୪: ବଲିଉଡ୍‌ ଅଭିନେତା ଖିଲାଡି ବୟ ଅକ୍ଷୟ କୁମାରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେି ଅକ୍ଷୟ ନିଜ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ନିଜକୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖିଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକେ ଶୀଘ୍ର ନିଜ ନିଜର ନମୁନା ପରୀକ୍ଷା କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି। ଅକ୍ଷୟ ସମ୍ପ୍ରତି ରାମସେତୁ ଫିଲ୍ମର ଶୁଟିଂରେ ବ୍ୟସ୍ତ ଥିଲେ। ତେବେ ସେ କରୋନା ପଜିଟିଭ୍‌ ହୋଇଥିବାରୁ ଫିଲ୍ମର ଶୁଟିଂ ଅଧାରେ ଅଟକି ଯାଇଛି। ଅକ୍ଷୟ ଛୁଟି ନେଇ ଘରକୁ ପଳାଇ ଆସିଛନ୍ତିି। ସେ କରୋନା ମାର୍ଗଦର୍ଶିକା ପାଳନ କରୁଥିବା ନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଥିଲେ ଦୀପିକାଙ୍କ ପ୍ରଥମ କ୍ରଶ 

ବଲିଉଡ  ଅଭିନେତ୍ରୀ ଦୀପିକା ପାଦୁକୋନ  ତାଙ୍କ ସୁନ୍ଦର  ଅଭିନୟ ପାଇଁ  ଅନେକ ସମୟରେ    ଚର୍ଚ୍ଚାରେ ଥାଆନ୍ତି। ଦୀପିକା ରଣବୀର ସିଂଙ୍କୁ ବିବାହ କରିଥାଇ ପାରନ୍ତି,...

ରୁଷିଆର କରୋନା ଭ୍ୟାକ୍ସିନକୁ ନେଇ ଉଠୁଛି ପ୍ରଶ୍ନ: ଦେଖାଯାଉଛି ୧୪୪ ପ୍ରକାରର ପାର୍ଶ୍ୱ ପ୍ରତିକ୍ରିୟା!

ମସ୍କୋ,୧୩।୮: ରୁଷିଆ ପ୍ରଥମ କରି କରୋନା ମହାମାରୀର ଭ୍ୟାକ୍ସିନ ବା ଟିକା ପ୍ରସ୍ତୁତ କରିଥିବା ଦାବି କରିଛି ସତ। ଏମିତିକି କିଛି ଦେଶ ମଧ୍ୟ ଏହାକୁ...

୫୦ ବର୍ଷ ବୟସରେ ୪ର୍ଥ ଥର ପାଇଁ ବାପା ହେଲେ ପ୍ରଭୁଦେବା

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ କୋରିଓଗ୍ରାଫର ନିର୍ଦ୍ଦେଶକ ପ୍ରଭୁଦେବାଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। କୋରିଓଗ୍ରାଫର ପ୍ରଭୁଦେବା ଚତୁର୍ଥ ଥର ପାଇଁ ବାପା...

ଖୁସି ଖବର, ବଜାରରେ ମିଳିବ ମେଡ୍‌ ଇନ୍‌ ଇଣ୍ଡିଆ ଆଣ୍ଟି କରୋନା କ୍ୟାପସୁଲ୍‌…

ନୂଆଦିଲ୍ଲୀ,୧୧।୧୧: ଖୁସି ଖବର। ଏବେ ବଜାରରେ ମେଡ୍‌ ଇନ୍‌ ଇନ୍‌ ଇଣ୍ଡିଆ ଆଣ୍ଟି କରୋନା କ୍ୟାପସୁଲ୍‌ ମିଳିବ। ଖୁବ୍‌ ଶୀଘ୍ର ଏହାର ବ୍ୟବହାର ଲାଗି ଅନୁମତି...

ବିଳାସପୂର୍ଣ୍ଣ କାର ଛାଡ଼ି ଅଟୋରେ ଯାଉଛନ୍ତି ଏହି ଅଭିନେତ୍ରୀ

ବଲିଉଡର ଲୋକପ୍ରିୟ ଅଭିନେତ୍ରୀମାନଙ୍କ ମଧ୍ୟରୁ ଈଶା ଗୁପ୍ତା ଅନ୍ୟତମ। ସୋସିଆଲ ମିଡିଆରେ ସେ ବେଶ ସକ୍ରିୟ। ପ୍ରାୟ ପ୍ରତିଦିନ ତାଙ୍କର ଫଟୋ ଏବଂ ଭିଡିଓ ସୋସିଆଲ...

ଚାଇନାକୁ ଟ୍ରମ୍ପ୍‌ଙ୍କ ଚେତାବନୀ: ଭୋଗିବାକୁ ପଡ଼ିବ କୁକର୍ମର ଫଳ

ଓ୍ବାଶିଂଟନ, ୮।୧୦:କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟି ଥିବା ଚାଇନାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପୁଣି ଚେତାବନୀ ଦେଇଛନ୍ତି। ଟ୍ରମ୍ପ୍‌ କହିଛନ୍ତି ଚାଇନାକୁ କୁକର୍ମର...

ପ୍ରେମ ସମ୍ପର୍କରେ ଫାଟ: ମାତ୍ର ଏକ ବର୍ଷ ବି ଚାଲିପାରିଲାନି ଏସବୁ ଅଭିନେତାଙ୍କ ବିବାହ

ବମ୍ବେ: ସର୍ବଦା ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ବି-ଟାଉନ୍‌ର ସେଲିବ୍ରିଟିମାନେ। ବିଶେଷକରି ସେମାନଙ୍କ ସମ୍ପର୍କକୁ ନେଇ ଅଧିକ ଆଲୋଚନା ହୋଇଥାଏ। ବଲିଉଡ୍‌ରେ ଏଭଳି...

ଏସ୍‌ସିବିରେ ହେବ କରୋନା ପରୀକ୍ଷା

କଟକ ଅଫିସ, ୩୧।୩: କଟକ ଏସ୍‌ସିବି ମେଡିକାଲରେ କରୋନା ଭୂତାଣୁ ପରୀକ୍ଷା କେନ୍ଦ୍ର ଖୋଲାଯିବ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁମତି ପ୍ରଦାନ କରିଥିବା...

Advertisement
Archives

Model This Week