ଅମରନାଥରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କଲେ ଅକ୍ଷୟ

ମୁମ୍ବାଇ: ଦୀର୍ଘ ୨ ବର୍ଷ ପରେ ଚଳିତ ବର୍ଷ ପୁଣିଥରେ ଅମରନାଥ ଯାତ୍ରା ଆରମ୍ଭ ହୋଇଥିବା ବେଳେ ଶହଶହ ଶ୍ରଦ୍ଧାଳୁ ବାବା ବର୍ଫାନିଙ୍କ ଦର୍ଶନ ପାଇଁ ଅମରନାଥ ଯାତ୍ରା କରିଥିଲେ । ହେଲେ ଶୁକ୍ରବାର ସେଠାରେ ହଠତ୍ ବାଦଲଫଟା ବର୍ଷା ହେବା ଫଳରେ ଅତିକମରେ ୧୬ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହେବା ସହ ୪୮ ଜଣ ଆହତ ହୋଇଛନ୍ତି । ଏହାସହ କେତେଜଣ ଏବେବି ପାଣି କାଦୁଅ ଭଧ୍ୟରେ ପୋତି ହୋଇ ପଡିଛନ୍ତି । ଏମାନଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏହି ଘଟଣା ପରେ ବଲିଉଡ ଖିଲାଡି ବୟ ଅକ୍ଷୟ କୁମାର ଦୁଃଖ ପ୍ରକାଶ କରିବା ସହ ସମସ୍ତ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରାର୍ଥନା କରିଛନ୍ତି । ଏହାକୁ ନେଇ ଟୁଇଟ କରି ଅକ୍ଷୟ ଦୁଃଖ ପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ, ଅମରନାଥ ଯାତ୍ରାକୁ ନେଇ ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ସର୍ବଦା ଚେତାବନୀ ଜାରି କରାଯାଇଥାଏ । ଏଥର ବି ଏଠାରେ ୟେଲୋ ୱାଣ୍ଣିଂ ଜାରି କରାଯାଇଥିଲା । ହେଲେ ଏହା ପରେ ବି ସାଧାରଣ ଅବହେଳାରୁ ୧୬ଶ୍ରଦ୍ଧାଳଙ୍କୁ ଜୀବନ ଯିବା ସହ ଅନେକେ ଆହତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ମନ୍ତ୍ରୀରୁ ଇସ୍ତଫା ପରେ କ’ଣ ବନ୍ଦ ହୋଇଯିବ ଧର୍ମେନ୍ଦ୍ର ପ୍ରଧାନଙ୍କ ଦରମା? ଜଣାପଡିଲା…

ନୂଆଦିଲ୍ଲୀ,୨୫।୭: NEET-UG ୨୦୨୬ ପରୀକ୍ଷାକୁ ନେଇ ସାରା ଦେଶରେ ଦେଖାଦେଇଥିବା ବିବାଦ ଏବଂ ଛାତ୍ରମାନଙ୍କ ଆନ୍ଦୋଳନ ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା…

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

‘ଆସିଗଲା ସରକାର ଗାଦିଚ୍ୟୁତ ହେବାର ସମୟ’, ରାହୁଲଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିନନ୍ଦନ ଜଣାଇଛନ୍ତି। ସେ ପ୍ରଧାନଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ…

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri