ଜୁଲାଇ ୧ରେ ଓଟିଟିରେ ରିଲିଜ୍‌ ହେବ ‘ସମ୍ରାଟ ପୃଥ୍ବୀରାଜ’

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ବଡ଼ ପରଦାରେ ରିଲିଜ ହେବା ପରେ ଏବେ ଖୁବ୍‌ଶୀଘ୍ର ଏହା ଓଟିଟିରେ ରିଲିଜ ହେବାକୁ ଯାଉଛି। ଜୁଲାଇ ୧ରେ ଓଟିଟି ପ୍ଲାଟଫର୍ମ ଆମାଜନ ପ୍ରାଇମ ଭିଡିଓରେ ରିଲିଜ୍‌ ହେବ ‘ସମ୍ରାଟ ପୃଥ୍ବୀରାଜ’। ଏନେଇ ମଙ୍ଗଳବାର ଆମାଜନ ନିଜ ଇନ୍‌ଷ୍ଟ୍ରାଗ୍ରାମରେ ଏକ ପୋଷ୍ଟ ଶେୟାର କରି ସୂଚନା ଦେଇଛି। ଜୁନ ୩ରେ ବଡ଼ ପରଦାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ବକ୍ସ ଅଫିସ୍‌ରେ ଏତେଟା ଭଲ ପ୍ରଦର୍ଶନ କରିପାରିନାହିଁ। ତେବେ ଜୁଲାଇ ୧ରେ ଓଟିଟି ପ୍ଲାଟଫର୍ମ ରିଲିଜ୍‌ ହେବା ପରେ କିଭଳି ପ୍ରଦର୍ଶନ କରୁଛି ତାହା ଦେଖିବାକୁ ବାକି ରହିଲା। ସୂଚନାଯୋଗ୍ୟ, ଏହାପୂର୍ବରୁ ସିନେମା ହଲ୍‌ରେ ମୁକ୍ତିଲାଭ କରିଥିବା ନୂତନ ଫିଲ୍ମକୁ ଦେଖିବା ପାଇଁ ଦର୍ଶକଙ୍କୁ ବହୁ ସମୟ ଅପେକ୍ଷା କରିବାକୁ ପଡୁଥିଲା। କିନ୍ତୁ ଏବେ ଦର୍ଶକଙ୍କୁ ଆଉ ଅପେକ୍ଷା କରିବାକୁ ପଡ଼ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri