ପ୍ରଥମେ ପାନ ମସଲା ଆଉ ଏବେ ରାମ ସେତୁ ପୋଷ୍ଟରକୁ ନେଇ ଟ୍ରୋଲ ହେଲେ ଅକ୍ଷୟ

ମୁମ୍ବାଇ: ବଲିଉଡ ଖିଲାଡି ବୟ ଅକ୍ଷୟ କୁମାର ଏବେ ପ୍ରାୟ ରହୁଛନ୍ତି ଚର୍ଚ୍ଚାରେ । ଅଭିନେତା ପ୍ରଥମେ ତମାଖୁ ବ୍ରାଣ୍ଡରର ବିଜ୍ଞାନ ଦେଇ ଚର୍ଚ୍ଚାକୁ ଆସିଥିବା ବେଳେ ଏବେ ଫିଲ୍ମ ପୋଷ୍ଟରକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ ।
ନିକଟରେ ଅକ୍ଷୟ ତାଙ୍‌କ ଅପକମିଂ ଫିଲ୍ମ ‘ରାମ ସେତୁ’ର ପୋ୍‌ଟର ଶେୟାର କରିଛନ୍ତି । ଏଥର ରାମ ସେତୁର ଏହି ପୋଷ୍ଟରରେ ଅକ୍ଷୟ ହାତରେ ଏକ ଜଳନ୍ତା ମଶାଲ ଧରିଥିବା ବେଳେ ଜ୍ୟାକଲିନ ଏକ ଟର୍ଚ୍ଚ ଧରିଥିବା ଦେଖାଯାଇଛି । ପୋଷ୍ଟର ଦେଖି ଲାଗୁଛି ସମସ୍ତେ ମିଶି ଯେମିତି କିଛି କରିବା ଲକ୍ଷ୍ୟରେ ଅଛନ୍ତି । ଏଥିରେ ସମସ୍ତଙ୍କର ଇଣ୍ଟେନସ୍ ଲୁକ ଦେଖିବାକୁ ମିଳିଛି । ପୋଷ୍ଟରଟି ଶେୟାର ହେବା ପରେ ପରେ ଭାଇରାଲ ହେବାରେ ଲାଗିଛି ।
ରାମସେତୁର ପୋଷ୍ଟରକୁ ନେଇ ଟ୍ରୋଲ ହୋଇଛନ୍ତି ଅକ୍ଷୟ । ଏହାକୁ ନେଇ ଜଣେ ଦର୍ଶକ କମେଣ୍ଟରେ ଲେଖିଛନ୍ତି, ଯଦି ଜ୍ୟାକଲିନ ଟର୍ଚ୍ଚ ଧରିଛନ୍ତି ତେବେ ଅକ୍ଷୟ ମଶାଲ ଧରିବାର ଆବଶ୍ୟକତା ବି ନାହିଁ । ବ୍ୟାଟେରି ବାଲା ଟର୍ଚ୍ଚ ନ ନେଇ ଅକ୍ଷୟ ଏମିତି କାହିଁକ ନିଷ୍ୱତ୍ତି ନେଇଛନ୍ତି । ଅବଶ୍ୟ ଏହା କେବଳ ବଲିଉଡରେ ଦେଖିବାକୁ ମିଳେ ।
ରାମସେତୁ ମୁଭି ଚଳିତ ବର୍ଷ ଦୀପାବଳିରେ ରିଲିଜ୍ ହେବାର ଯୋଜନା ରହିଛି । ଏଥିରେ ଅକ୍ଷୟ୍‌ଙ୍କ ସହ ଜ୍ୟାକଲିନ ଫର୍ନାଡିଜ, ନୁସରତ ଭରୁଚା ଓ ଅନ୍ୟମାନେ ରହିଛନ୍ତି । ଅକ୍ଷୟଙ୍କ ମୁଭି ପୃଥ୍ୱିରାଜ ଏବେ ପାଇପ ଲାଇନରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri