ଆସନ୍ତା ଦୀପାବଳିରେ ରିଲିଜ୍‌ ହେବନି ଅକ୍ଷୟ କୁମାରଙ୍କ ଫିଲ୍ମ ‘ହାଉସଫୁଲ-୫’, ଜାଣନ୍ତୁ କେବେ ହେବ ରିଲିଜ୍‌

ମୁମ୍ବାଇ: ଅଭିନେତା ଅକ୍ଷୟ କୁମାରଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ‘ହାଉସଫୁଲ’ ଅନ୍ୟତମ। ଲୋକପ୍ରିୟ ଫ୍ରାଞ୍ଚାଇଜ ‘ହାଉସଫୁଲ’ ଏହାର ପ୍ରତ୍ୟେକ ଚଳଚ୍ଚିତ୍ର ସହିତ ଦର୍ଶକଙ୍କୁ ହସାଇ ଥାଏ। ବର୍ତ୍ତମାନ ପ୍ରଶଂସକମାନେ ଉତ୍ସାହର ସହିତ ଏହି ଫ୍ରାଞ୍ଚାଇଜର ପଞ୍ଚମ ପାର୍ଟ ପାଇଁ ଅପେକ୍ଷା କରିଛନ୍ତି । ତେବେ ଫିଲ୍ମ ସମ୍ବନ୍ଧୀୟ ଅପଡେଟ ପ୍ରଶଂସକଙ୍କୁ ଚକିତ କରିପାରେ। ବାସ୍ତବରେ, ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ହାଉସଫୁଲ-୫’ ର ରିଲିଜ ତାରିଖକୁ ନିର୍ମାତା ସ୍ଥଗିତ ରଖିଛନ୍ତି।

ଅକ୍ଷୟ କୁମାର ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ କିଛି ଫଟୋ ଶେୟାର କରିଛନ୍ତି। ଏହା ସହିତ ଖିଲାଡି କୁମାର ତରୁଣ ମାନସୁଖାନୀଙ୍କ ନିର୍ଦ୍ଦେଶିତ ଫିଲ୍ମ ହାଉସଫୁଲ ୫ର ନୂଆ ରିଲିଜ୍‌ ତାରିଖ ମଧ୍ୟ ଘୋଷଣା କରିଛନ୍ତି। ପ୍ରଥମ ଫଟୋରେ ଘୋଷଣା କରାଯାଇଛି ଯେ, ଭାରତର ସବୁଠୁ ବଡ କମେଡି ଫ୍ରାଞ୍ଚାଇଜ ଜୁନ ୨୦୨୫ରେ ଫେରିବ। ଏହା ସହିତ ଦଳର ସରକାରୀ ବିବୃତ୍ତି ଅନ୍ୟ ଏକ ଫଟୋରେ ପ୍ରକାଶ ପାଇଛି। ଏହି ଫିଲ୍ମଟି ଆସନ୍ତା ଦୀପାବଳିରେ ରିଲିଜ୍‌ ହେବାର ଥିଲା। ଯାହାର ରିଲିଜ୍‌ ତାରିଖକୁ ଏବେ ସ୍ଥଗିତ ରଖାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ମଣ୍ଡଳୀ ଥିଲା। ଗତ ୨୦୦୮ରୁ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ହିନ୍ଦୁଧର୍ମର ସ୍ବରୂପ

ଆମେ ଆଜି ଯାହାକୁ ହିନ୍ଦୁଧର୍ମ ବୋଲି କହୁଛୁ, ତାହା ଅନେକ ଶତାବ୍ଦୀ ଧରି ଏକକ ଧର୍ମ ହୋଇ ରହି ନ ଥିଲା। ଏହା ଜାତି ବ୍ୟବସ୍ଥାକୁ ନେଇ…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri