ପୁଣି ହୃଦୟ ଜିତିଲେ ଅକ୍ଷୟ କୁମାର

ମୁମ୍ବାଇ: ବଲିଉଡ ଖିଲାଡି ବୟ ଅକ୍ଷୟ କୁମାର ସବୁବେଳେ ଚର୍ଚ୍ଚାରେ ରହିଥାଆନ୍ତି । ଅଭିନୟ ବ୍ୟତୀତ ଦେଶ ବିଦେଶର କିଛି ପ୍ରସଙ୍ଗକୁ ନେଇ ବି ସେ ନିଜର ରାୟ ଦେଇଥାଆନ୍ତି । ତେବେ ୨୦୦୮ରେ ୨୬/୧୧ ମୁମ୍ବାଇ ଆକ୍ରମଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଏବେ ସେ ଆସିଛନ୍ତି ଚର୍ଚ୍ଚାକୁ । ଟୁଇଟରରେ ସେ ମୁମ୍ବାଇ ଆକ୍ରମଣରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କର ଏକ ପୋଷ୍ଟର ଶେୟାର କରି ଲେଖିଛନ୍ତି, ନିର୍ଦୋଷ ପୀଡ଼ିତ ଓ ମୁମ୍ବାଇ ଟେରର ଆଟାକର ଏହି ବାହାଦୂରଙ୍କୁ ମନେ ପକାଉଛି । ଯେଉଁମାନେ ୧୪ ବର୍ଷ ପୂର୍ବେ ୨୬/୧୧ରେ ନିଜ ଜୀବନ ହରାଇଥିଲେ । ‘ନେଭର ଫର୍ଗେଟ’ ଅକ୍ଷୟଙ୍କର ଏହି ପୋଷ୍ଟ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବା ସହ ତାଙ୍କ ପ୍ରଶଂସକମାନେ ବି ଏହା ଉପରେ ପ୍ରତିକ୍ରିୟା ଦେଉଛନ୍ତି ।
ସୂଚନାଯୋଗ୍ୟ, ୨୬ ନଭେମ୍ବର ୨୦୦୮ରେ ମୁମ୍ବାଇରେ ଏହି ଆକ୍ରମଣ ୪ ଦିନ ଧରି ଚାଲିଥିଲା ଓ ଏଥିରେ ୨୦ ସୁରକ୍ଷାକର୍ମୀଙ୍କ ଓ ୨୬ ବିଦେଶୀ ନାଗରିକଙ୍କ ସହ ୧୭୪ ଜଣଙ୍କ ମୃତ୍ୟୁ ହେବା ସହ ୩୦୦ରୁ ଅଧିକ ଆହତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri