ପ୍ରତିଦିନ ଗୋ-ମୂତ୍ର ପିଉଛନ୍ତି ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର

ନୂଆଦିଲ୍ଲୀ, ୧୦।୯: ବଲିଉଡ୍‌ର ଷ୍ଟାର୍‌ ଅଭିନେତା ଅକ୍ଷୟ କୁମାରଙ୍କ ସୁନ୍ଦର ଫିଟ୍‌ନେସ ଲାଗି ତାଙ୍କର କୋଟି କୋଟି ପ୍ରଶଂସକ ସୃଷ୍ଟି କରିପାରିଛନ୍ତି। ୫୩ ବର୍ଷରେ ମଧ୍ୟ ଅକ୍ଷୟ ତାଙ୍କ ଫିଟ୍‌ନେସ ପାଇଁ ସର୍ବଦା ସତର୍କ ରହିଥାନ୍ତି। ଏହି ସମୟରେ ତାଙ୍କ ଫିଟ୍‌ନେସକୁ ନେଇ ଏକ ରହସ୍ୟ ଉନ୍ମୋଚିତ ହୋଇଛି। ନିକଟରେ ଏକ ଲାଇଭ୍‌ ଚାଟ୍‌ ସମୟରେ ଅକ୍ଷୟ କୁମାର ଉଲ୍ଲେଖ କରିଥିଲେ ଯେ, ସେ ସବୁଦିନ ଗୋ-ମୂତ୍ର ପିଉଛନ୍ତି।
ସମସ୍ତେ ଜାଣିଛେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସୁପର୍‌ ଷ୍ଟାର୍‌ ରଜନୀକାନ୍ତଙ୍କ ପରେ ବିୟର ଗ୍ରିଲ୍ସଙ୍କ ସହ ‘ଇନ୍‌ ଟୁ ଦି ଓ୍ବାଇଲ୍ଡ’ରେ ଅକ୍ଷୟ କୁମାର ଦେଖିବାକୁ ମିଳିବେ। ଏହି ଶୋ’ର ପ୍ରୋମୋ ନିକଟରେ ରିଲିଜ କରାଯାଇଥିଲା, ଯାହାକୁ ଦର୍ଶକ ବହୁତ ପସନ୍ଦ କରିଥିଲେ। ଏହି ଶୋ’ର ପ୍ରୋମୋ ପୂର୍ବରୁ ଅକ୍ଷୟ କୁମାର ଲାଇଭ୍‌ ଚାଟ୍‌ରେ ବିୟର ଗ୍ରିଲ୍ସଙ୍କ ସହ କଥା ହୋଇଥିଲେ। ଇନ୍‌ଷ୍ଟାଗ୍ରାମରେ ହୋଇଥିବା ଏହି ଲାଇଭ ଚାଟ୍‌ରେ ହୁମା କ୍ୟୁରେସି ମଧ୍ୟ ଯୋଗ ଦେଇଥିଲେ। ଯେତେବେଳେ ପ୍ରୋମୋ ଶୋ’ରେ ପ୍ରଦର୍ଶିତ ହୋଇଥିବା ‘ହାତୀ ପାଭ ଚାୟ’ ବିଷୟରେ କ୍ୟୁରେସି ପଚାରିଥିଲେ, ଅକ୍ଷୟ କହିଥିଲେ ଏହା ତାଙ୍କ ପାଇଁ ବଡ଼ କଥା ନୁହେଁ। କାରଣ ସେ ପ୍ରତିଦିନ ଗୋ-ମୂତ୍ର ପିଇଥାନ୍ତି। ଏହି ଚାଟ୍‌ ଅବସରରେ ଗ୍ରିଲ୍ସ ମଧ୍ୟ ଅକ୍ଷୟଙ୍କୁ ବେଶ୍‌ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri