ଆରବ ଦେଶରେ ଅକ୍ଷୟଙ୍କ ‘ବେଲ ବଟମ’ ବ୍ୟାନ

ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ବେଲ ବଟମ’ ରିଲିଜ୍ ହେବା ପରେ ସବୁଠାରୁ ଏହାର ପ୍ରଶଂସା ଶୁଣିବାକୁ ମିଳୁଛି । କେହି କେହି ଏହାକୁ ବ୍ଲକ ବୁଷ୍ଟର କହୁଥିବା ବେଳେ ଏହା ଭଲ ବିଜନେସ୍ କରିବ ବୋଲି ଫିଲ୍ମ କ୍ରିଟିକମାନେ ଅନୁମାନ ଲଗାଇଛନ୍ତି । ହେଲେ ଏବେ କିଛି ଆରବ ଦେଶ ଏହାକୁ ବ୍ୟାନ କରି ଦେଇଛନ୍ତି । ସେଥିମଧ୍ୟରେ ରହିଛନ୍ତି ସୌଦି ଆରବ, କତାର ଓ କୁଏତ । ଏମାନଙ୍କର ଅଭିଯୋଗ ହେଲା କିଛି ସିନରେ ଏମାନଙ୍କୁ ଛୋଟ କରି ଦେଖାଯାଇଛି । ଫିଲ୍ମର ଅଧାରେ କେମିତି ଏକ ଏୟାରକ୍ରାପ୍ଟକୁ ହାଇଜ୍ୟାକ କରି ଲାହୋରରୁ ଦୁବଇ ନିଆଯାଇଛି ତାହା ଦର୍ଶାଯାଇଛି । ୧୯୮୪ରେ ହୋଇଥିବା ଏକ ସତ ଘଟଣା ଉପରେ ଏହା ଆଧାରିତ । ସେତେବେଳେ ୟୁଏଇର ଫୋର୍ସମାନେ ହାଇଜ୍ୟାକର୍ସଙ୍କୁ ନିଜ କବଜାକୁ ନେଇ ଯାଇଥିଲେ । ସେତେବେଳେ ସେଠାକାର ପ୍ରତିରକ୍ଷା ମନ୍ତ୍ରୀ ମହମ୍ମଦ ବିନ ରସିଦ ସ୍ଥିତିକୁ ସମ୍ଭାଳିଥିଲେ । ଫିଲ୍ମରେ ଦେଖାଯାଇଛି କି କେମିତି ଏହି ସିକ୍ରେଟ ମିଶନକୁ ଭାରତୀୟ ଅଧିକାରୀ ଶେଷରେ ପହଞ୍ଚାଇଥିଲେ । ଯାହାର ସୂଚନା ଡିଫେନ୍ସ ମିନିଷ୍ଟରଙ୍କୁ ବି ନ ଥିଲା । କୁହାଯାଉଛି କି କାହାଣୀର ଏହି ଟୁଇଷ୍ଟକୁ ନେଇ ଆରବ ଦେଶର ସେନସର ବୋର୍ଡ ଫିଲ୍ମକୁ ରିଲିଜ୍ କରିବାକୁ ଦେଉ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ବୁଧ-ଶନିଙ୍କ ଷଡାଷ୍ଟକ ଯୋଗରେ ୪ ରାଶିଙ୍କ ଉପରେ ଭାଙ୍ଗିପଡିବ ଦୁଃଖର ପାହାଡ଼, ଘଟିପାରେ ବଡ଼ ଦୁର୍ଘଟଣା, ରୁହନ୍ତୁ ସାବଧାନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୯ ଅକ୍ଟୋବର ୨୦୨୬ରେ ବୁଧ ଓ ଶନି ପରସ୍ପରଠାରୁ ୧୫୦ ଡିଗ୍ରୀ କୋଣରେ ଅବସ୍ଥିତ ରହିବେ। ଏହା ଫଳରେ ଷଡାଷ୍ଟକ ଯୋଗ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?