ଆସିବ ‘ଧଡକନ୍‌ ୨’, ଆରମ୍ଭ ହେଲା ପ୍ରସ୍ତୁତି !

ବମ୍ବେ: ୨୦୦୦ରେ ରିଲିଜ ହୋଇଥିଲା ଫିଲ୍ମ ‘ଧଡକନ୍‌’। ଅକ୍ଷୟ କୁମାର, ସୁନୀଲ ସେଟ୍ଟୀ, ଶିଳ୍ପା ସେଟ୍ଟୀ ଅଭିନୀତ ଏହି ଚଳଚ୍ଚିତ୍ରକୁ ଦର୍ଶକେ ବେଶ ପସନ୍ଦ କରିଥିଲେ। କାହାଣୀଠାରୁ ଆରମ୍ଭ କରି ଏହାର ଗୀତଗୁଡ଼ିକ ବେଶ ମନଛୁଆଁ ହୋଇଥିଲା। ଆଜି ବି ଲୋକେ ଏହି ଫିଲ୍ମକୁ ଦେଖିବାକୁ ପସନ୍ଦ କରନ୍ତି। ତେବେ ଲୋକପ୍ରିୟତାକୁ ନେଇ ଫିଲ୍ମର ସିକୁଏଲ୍‌ ଖୁବ୍‌ଶୀଘ୍ର ନିର୍ମାଣ ହେବ ବୋଲି ଜଣାପଡ଼ିଛି। ‘ଗଦର ୨’ର ସଫଳତାକୁ ଦେଖି ନିର୍ମାତା ‘ଧଡକନ୍‌ ୨’ ଆଣିବାକୁ ଯୋଜନା କରୁଛନ୍ତି।

ଏକ ସାକ୍ଷାତକାରରେ ‘ଧଡକନ୍‌’ ନିର୍ଦ୍ଦେଶକ ଧର୍ମେଶ ଦର୍ଶନ କହିଛନ୍ତି, ଅନେକ ଲୋକ ମୋତେ କେବେ ଫିଲ୍ମ ଆଣୁଛ ବୋଲି ପ୍ରଶ୍ନ କରୁଛନ୍ତି। ଯେତେବେଳେ କେହି ମୋର ଅତୀତରେ କରିଥିବା କାମକୁ ପସନ୍ଦ କରନ୍ତି ଖୁସି ଲାଗେ। ଆଜି ବି ଲୋକେ ‘ଧଡକନ୍‌’କୁ ମନେ ପକାନ୍ତି। ରାଜା ହିନ୍ଦୁସ୍ତାନୀ ପରେ ଏହି ଫିଲ୍ମର ସିକୁଏଲ କରିବାକୁ ପଚାରନ୍ତି। ଏଣୁ ସେ ଫିଲ୍ମର ସିକୁଏଲ୍‌ କରିବେ। କାରଣ ଫିଲ୍ମର ନିର୍ମାତା ରତନ ଜୈନ ତାଙ୍କୁ ଏହି ଅଫର ଦେଇଛନ୍ତି। ଆମେ ଏନେଇ କଥା ହୋଇଛୁ। ଏହା କେତେ ହିଟ୍‌ ହେବ ତାହା ଜଣାନାହିଁ ବୋଲି ସେ କହିଛନ୍ତି। ଏହାଛଡ଼ା ସେ ପୁରୁଣା କଳାକାର ଏଥିରେ କାମ କରିବେ କି ନାହିଁ ସେ ନେଇ ସ୍ପଷ୍ଟ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri