ଜନ୍ମ ଦିନରେ ମହାକାଳଙ୍କ ଦର୍ଶନ କଲେ ଅକ୍ଷୟ

ମୁମ୍ବାଇ: ବଲିଉଡ ଅଭିନେତା ଅକ୍ଷୟ କୁମାର ଶନିବାର ଭୋର ସମୟରେ ମହାକାଳଙ୍କ ଭଷ୍ମ ଆରତିରେ ସାମିଲ ହେବାକୁ ଉଜ୍ଜୟିନି ପହଞ୍ଚିଛନ୍ତି। ଶନିବାର ସେ ତାଙ୍କର ୫୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅକ୍ଷୟ ତାଙ୍କ ପରିବାର ସହିତ ଶନିବାର ସକାଳେ ଭଗବାନ ମହାକଳେଶ୍ୱରଙ୍କ ମନ୍ଦିରରେ ହେବାକୁ ଥିବା ଭସ୍ମ ଆରତୀରେ ଯୋଗ ଦେଇଥିଲେ। ସେ କ୍ରିକେଟର ଶିଖର ଧୱନଙ୍କ ସହ ପ୍ରଭୁ ମହାକାଳଙ୍କ ଭସ୍ମ ଆରତୀରେ ଅଂଶଗ୍ରହଣ କରି ଭାରତୀୟ ଦଳର ବିଜୟ ତଥା ଦେଶର ପ୍ରଗତି ତଥା ସମୃଦ୍ଧତା ପାଇଁ ପ୍ରାର୍ଥନା କରିଥିଲେ।
ଅକ୍ଷୟ ଭଗବାନ ମହାକାଳଙ୍କ ମନ୍ଦିରରେ ବସି ଭସ୍ମା ଆରତୀରେ ଭଗବାନଙ୍କ ଆଶୀର୍ବାଦ ନେଇଥିଲେ। କ୍ରିକେଟର ଶିଖର ଧୱନ ମଧ୍ୟ ଭସ୍ମ ଆରତୀରେ ବସିି ଭାରତୀୟ ଦଳର ବିଜୟ ପାଇଁ ପ୍ରାର୍ଥନା କରିଥିଲେ। ଗଣମାଧ୍ୟମକୁ ଅକ୍ଷୟ କୁମାର କହିଛନ୍ତି ଯେ ଦେଶର ପ୍ରଗତି ପାଇଁ ସେ ପ୍ରାର୍ଥନା କରିଛନ୍ତି। ଯେତେବେଳେ ତାଙ୍କୁ କ୍ରିକେଟ ବିଶ୍ୱକପ ବିଷୟରେ ଏକ ପ୍ରଶ୍ନ ପଚରାଗଲା, ଅକ୍ଷୟ କହିଛନ୍ତି ଯେ ପ୍ରଭୁ ମହାକାଳଙ୍କ ପାଇଁ ବିଶ୍ୱକପ ବହୁତ ଛୋଟ କଥା। ଦେଶର ପ୍ରଗତି ଏବଂ ସମସ୍ତଙ୍କ ସମୃଦ୍ଧତା ପାଇଁ ତାଙ୍କୁ କାମନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଅଗ୍ନି ନିରାପତ୍ତା ପ୍ରମାଣପତ୍ରରେ ଚାଲିଛି ହୋଟେଲ, ପୁରୀରେ….

ଭୁବନେଶ୍ୱର,୧୧।୮(ରବିନାରାୟଣ ଜେନା): ପୁରୀ ହେଉଛି ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର। ଏଠାକୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଧାଇଁ ଆସନ୍ତି। ଏହାବ୍ୟତୀତ…

କଲମ୍ବିଆ ଭୂମିକମ୍ପରେ ଭୟଙ୍କର କ୍ଷତି; ଏପର୍ଯ୍ୟନ୍ତ ୧୩୨ ଜଣଙ୍କ ମୃତ୍ୟୁ, ୧୫୦୦ ରୁ ଅଧିକ ଘର ନଷ୍ଟ

ବୋଗୋଟା,୧୧।୮: ରିକ୍ଟର ସ୍କେଲରେ ୭.୪ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ କଲମ୍ବିଆରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏପର୍ଯ୍ୟନ୍ତ ୧୩୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୭୦ରୁ ଅଧିକ…

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri