୫୬ ବର୍ଷରେ ବାପା ହେବେ ଅକ୍ଷୟ କୁମାର

ମୁମ୍ବାଇ: ଜଣାଶୁଣା ବଲିଉଡ୍‌ ଅଭିନେତା ତଥା ଖିଲାଡ଼ି ବୟ ଅକ୍ଷୟ କୁମାର ବାପା ହେବାକୁ ଯାଉଛନ୍ତି। ତାଙ୍କ ଅଭିନେତ୍ରୀ ତଥା ଲେଖିକା ସ୍ତ୍ରୀ ଟ୍ବିଙ୍କଲ୍‌ ଖାନ୍ନା ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି ଯାହାକୁ ନେଇ ବହୁତ ଚର୍ଚ୍ଚା ହେଉଛି। ଟ୍ବିଙ୍କଲ୍‌ ସୋସିଆଲ ବହୁତ ସକ୍ରିୟ ଅଟନ୍ତି। ତାଙ୍କ ଇନ୍‌ଷ୍ଟାଗ୍ରାମରେ ପ୍ରାୟ ୮ ମିଲିୟନ ଫଲୋଅର୍ସ ଅଛନ୍ତି। ସେ ପ୍ରତିଦିନ ତାଙ୍କ ପ୍ରଶଂସକଙ୍କ ସହିତ ଫଟୋ ଏବଂ ଭିଡିଓ ଶେୟାର କରିଥା’ନ୍ତି। ନିକଟରେ ସେ ଏକ ପୋଷ୍ଟ କରିଛନ୍ତି ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା।

ଟ୍ବିଙ୍କଲ୍‌ ତାଙ୍କ ଇନ୍‌ଷ୍ଟାଗ୍ରାମ ପୋଷ୍ଟରେ ତାଙ୍କର ଗୋଟିଏ ସମସ୍ୟା ବିଷୟରେ କହିଛନ୍ତି। କିନ୍ତୁ ଏହା ପରେ ଟ୍ବିଙ୍କଲ୍‌ଙ୍କ ୫୦ ବର୍ଷ ବୟସରେ ଗର୍ଭବତୀ ହେବାକୁ ଯାଉଛନ୍ତି କି ନାହିଁ ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ତେବେ ଅକ୍ଷୟ କୁମାର ୫୬ ବର୍ଷ ବୟସରେ ପିତା ହେବାକୁ ଯାଉଛନ୍ତି। ଯଦିଓ ଦୁହେଁ ଏନେଇ କିଛି ଖୋଲିକି କହିନାହାନ୍ତି।

ଅକ୍ଷୟ କୁମାର ଏବଂ ଟ୍ବିଙ୍କଲ୍‌ କିଛି ସମୟ ଡେଟିଂ କରିବା ପରେ ବିବାହ କରିଥିଲେ। ଜାନୁଆରୀ ୨୦୦୧ରେ ଏହି ଦମ୍ପତି ବିବାହ କରିଥିଲେ। ଏହି ପାଓ୍ବାର ଦମ୍ପତି ବିବାହର ୨୩ ବର୍ଷ ପୂରଣ କରିଛନ୍ତି। ଅକ୍ଷୟ କୁମାର ଏବଂ ଟ୍ବିଙ୍କଲ୍‌ଙ୍କ ଯୋଡି ବଲିଉଡ୍‌ର ପ୍ରସିଦ୍ଧ ଦମ୍ପତିଙ୍କ ମଧ୍ୟରେ ଅନ୍ୟତମ। ଉଭୟ ସେଲିବ୍ରିଟି ଦୁଇ ସନ୍ତାନର ମାତାପିତା ଅଟନ୍ତି। ଏହି ଦମ୍ପତିଙ୍କର ଏକ ପୁଅ ଆରବ କୁମାର ଏବଂ ଗୋଟିଏ ଝିଅ ନିତାରା କୁମାର ଅଛନ୍ତି। ଆରବ ୨୦୦୨ରେ ଏବଂ ନିତାରା ୨୦୧୨ରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri