Posted inVideo

Akshay Kumar’s remuneration will shock you! | ଅକ୍ଷୟଙ୍କ ପାରିଶ୍ରମିକ ଶୁଣିଲେ ଆପଣଙ୍କ ହୋସ୍ ଉଡିଯିବ

Featured Video Play Icon

In this episode of Cine Jhalak, we will reveal how much Akshay Kumar charges per movie, male actors Shraddha Kapoor is excited to work with, who Sara Ali Khan will celebrate her Valentine’s Day with and why Hrithik Roshan used to lock himself inside a room. We will also tell you if Akshay Kumar will feature in Bhool Bhulaiyaa 2 and why Kriti Sanon will gain 15 kilograms.

ସିନେ ଝଲକର ଏହି ଫ୍ରେସ ଏପିସୋଡରେ ଆମେ ଦେଖିବା ଅକ୍ଷୟ କୁମାର ଗୋଟେ ଫିଲ୍ମ ଲାଗି କେତେ ଟଙ୍କା ପାରିଶ୍ରମିକ ନେଉଛନ୍ତି । କେଉଁ ହିରୋଙ୍କ ସହ କାମ କରିବାକୁ ଶ୍ରଦ୍ଧା ଅଛନ୍ତି ଏକ୍ସସାଇଟେଡ୍ । କାହା ସହ ଏଥର ଭାଲେଣ୍ଟାଇନ୍ସ ଡେ ସେଲିବ୍ରେଟ କରିବେ ,ସୈଫ ତନୟା ସାରା ଅଲ୍ଲୀ ଖାନ୍ । କାହିଁକି ନିଜକୁ ରୁମରେ ଲକ୍ କରୁଥିଲେ ହ୍ରିତିକ୍ ରୋଶନ । ଏମିତି କେଉଁ କାରଣ ଲାଗି କ୍ରିତି ସାନନ୍ ନିଜର ୧୫ କିଲୋ ଓଜନ ବଢାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଏକ ସେମିନାରରେ ଯୋଗ ଦେବାକୁ ବିମାନରେ ମଧ୍ୟରାତ୍ରରେ ରାୟପୁର ଯାତ୍ରା କରୁଥିଲେ କଟକ ଏସସିବି ମେଡିକାଲ ସର୍ଜରୀ ବିଭାଗର ଡ଼ାକ୍ତର ଜ୍ୟୋତିର୍ମୟ ନାୟକ । ସେହି...

Featured Video Play Icon

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଗତକାଲି ସନ୍ଧ୍ୟାରେ କମିଶନରେଟ ପୋଲିସ ପକ୍ଷରୁ ପ୍ରସିଦ୍ଧ ଜଟଣୀ ଗଣେଶ ପୂଜାକୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭୁବନେଶ୍ୱର ଏଡିସିପି...

Featured Video Play Icon

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ଆଜିଠାରୁ ଖୋଲା ପେଟ୍ରୋଲ ଦେଲେ ହେବ କାର୍ଯ୍ୟାନୁଷ୍ଠାନ । ଓଡ଼ିଶାରେ ପେଟ୍ରୋଲ ପମ୍ପରୁ ବୋତଲ କିମ୍ବା ଅନ୍ୟ କୌଣସି ଜାରରେ ଗ୍ରାହକ ପେଟ୍ରୋଲ ଆଣିପାରିବେ ନାହିଁ...

Featured Video Play Icon

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ଏମିତି ମନ୍ଦିର, ଯେଉଁଠି ଭକ୍ତ ଲେଖିଥିବା ଚିଠି ପଢନ୍ତି ମା ହସନମ୍ବା । ଚିଠିରେ ମନସ୍କାମନା ଲେଖିଲେ ପୂରଣ ହୁଏ ଇଚ୍ଛା ।

Featured Video Play Icon

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ଶେଷ ହେଲା ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଶୁଣନ୍ତୁ ଏନେଇ କ’ଣ କହୁଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।

Featured Video Play Icon

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନାବେଶ | Suna Besha 2025

Featured Video Play Icon

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ବାହୁଡ଼ାଯାତ୍ରାର ସିଧାପ୍ରସାରଣ | Bahuda Yatra 2025  Live  From Puri, Odisha

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri