‘ସମ୍ରାଟ ପୃଥ୍ବୀରାଜ’କୁ ଟ୍ୟାକ୍ସ୍‌ ଫ୍ରି ଘୋଷଣା କଲେ ଯୋଗୀ

ଲକ୍ଷ୍ନୌ,୨।୬: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ ମାନୁଷୀ ଛିଲରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ଏବେ ଖୁବ୍‌ ଚର୍ଚ୍ଚାରେ। ଫିଲ୍ମଟି ଆଉ ଗୋଟିଏ ଦିନ ଅର୍ଥାତ୍‌ ଜୁନ୍‌ ୩ରେ ପେକ୍ଷାଳୟରେ ରିଲିଜ୍‌ ହେବାକୁ ଯାଉଛି। ଏହାକୁ ନେଇ ଦର୍ଶକ ଖୁବ୍‌ ଉତ୍ସାହିତ ଅଛନ୍ତି। ତେବେ ଏହାରି ଭିତରେ ଏକ ଖବର ସାମ୍ନାକୁ ଆସିଛି ଯେ, ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଫିଲ୍ମ ପାଇଁ ରାଜ୍ୟରେ ଟିକସମୁକ୍ତ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଫିଲ୍ମର ପ୍ରଶଂସା କରିବା ସହ ଭାରତର ସମୃଦ୍ଧ ସଂସ୍କୃତି ପ୍ରଦର୍ଶନ କରିଥିବାରୁ ନିର୍ଦ୍ଦେଶକ ଏବଂ କଳାକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, ‘ଅକ୍ଷୟ କୁମାର ଭାରତର ଇତିହାସକୁ ସୁନ୍ଦର ଭାବରେ ଦର୍ଶାଇଛନ୍ତି। ଏହି କାରଣରୁ ମୁଁ ଦଳକୁ ଅଭିନନ୍ଦନ ଜଣାଉଛି।’


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri