ପୁଣି ଇଡିରେ ହାଜର ହେଲେ ଅକ୍ଷୟ ପରିଜା

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା କ୍ରମାଗତ ଦ୍ୱିତୀୟ ଦିନରେ ଇଡିରେ ହାଜର ହୋଇଛନ୍ତି। ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଅକ୍ଷୟ ପରିଜାଙ୍କୁ ନୋଟିସ କରିଥିଲା ଇଡି। ପ୍ରଥମେ କିଛି ସମୟ ମାଗିଥିଲେ ପ୍ରଯୋଜକ। ପରେ ମଙ୍ଗଳବାର ଇଡି ଅଫିସରେ ହାଜର ହୋଇଥିଲେ। ଦୀର୍ଘ ୯ ଘଣ୍ଟା ଧରି ଅକ୍ଷୟ ପରିଜାଙ୍କୁ ଇଡି ଜେରା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri