Odisha Elections 2024

ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ

ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ଅକ୍ଷୟ ତୃତୀୟା ଉପଲକ୍ଷେ ମାଲାବାର ପକ୍ଷରୁ ଆକର୍ଷଣୀୟ ଅଫରଗୁଡିକ ସମ୍ପର୍କରେ ଘୋଷଣା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଚଳିତ ଅକ୍ଷୟ ତୃତୀୟା ଉପଲକ୍ଷେ ମାଲାବାର ପ୍ରତି ସୁନା ଓ ହୀର ଗହଣା କ୍ରୟ ଉପରେ ଆକର୍ଷଣୀୟ ଅଫର ସାଙ୍ଗକୁ ସୁନାଗହଣାର ମେକିଂ ଚାର୍ଜ ଉପରେ ୨୫% ପର୍ଯ୍ୟନ୍ତ ଏବଂ ହୀରା ଗହଣା (ପ୍ରେସିଆ ଓ ଏରା ଷ୍ଟଟଡ ଅଳଙ୍କାର)ର କ୍ରୟ ଉପରେ ଫ୍ଲାଟ୍‌ ୨୫%ର ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି। ସେହିଭଳି ହୀରା ଗହଣାର କ୍ରୟ ମୂଲ୍ୟ ଉପରେ ୨୫% ପର୍ଯ୍ୟନ୍ତର ଅଫର ଦିଆଯାଉଛି। ଏହି ଅଫର ୨୦୨୪ ମେ ୧୨ ପର୍ଯ୍ୟନ୍ତ ଉପଲବ୍ଧ। ଏ ନେଇ ମାଲାବାରର ବାଣିଜ୍ୟ ଅଧିକାରୀ ସିଦ୍ଧେଶ୍ୱର ରଥ ଅକ୍ଷୟ ତୃତୀୟା କଲେକ୍ସନ ଓ ଅଫର ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ ସହ ଚଳିତ ଅକ୍ଷୟ ତୃତୀୟା ଉପଲକ୍ଷେ ମାଲାବାର ପକ୍ଷରୁ ଦିଆଯାଉଥିବା ସୁବିଧା ଓ ସ୍ବତନ୍ତ୍ର ବ୍ୟବସ୍ଥା ବିଷୟରେ ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି....

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା...

ଓସିପିଏଲ୍‌ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୫: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌)ର ମନୋହରପୁର ୟୁନିଟ୍‌ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି...

ଏପ୍ରିଲରେ ୧୧,୬୫୬ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ଭୁବନେଶ୍ୱର,୧୭ା୫: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା’ର ମାସିକ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। କମ୍ପାନୀର ଘୋଷଣା ଅନୁଯାୟୀ ୨୦୨୪ ଏପ୍ରିଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri