ଅକ୍ଷୟ ତୃତୀୟା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ,କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ମଙ୍ଗଳବାର ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ‘ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀମାନଙ୍କ ଅକ୍ଷିମୁଠି ଅନୁକୂଳ ଶୁଭଙ୍କର ହେଉ। ଏହି ଅବସରରେ ଚାଷୀ ଭାଇଭଉଣୀଙ୍କ ସୁଖ ଓ ସମୃଦ୍ଧିମୟ ଜୀବନ କାମନା କରୁଛି’।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଚାଷୀ ଭଉଣୀ-ଭାଇଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଟୁଇଟ୍‌ କରି ଶୁଭେଚ୍ଛା ଜଣାଇ ସେ ଲେଖିଛନ୍ତି, କୃଷିଭିତ୍ତିକ ପର୍ବ ପବିତ୍ର ‘ଅକ୍ଷୟ ତୃତୀୟା’ ଅବସରରେ ମୋର ସବୁ ଚାଷୀ ଭାଇ ଭଉଣୀଙ୍କୁ ଅଭିନନ୍ଦନ । ଆଜିର ଶୁଭ ଦିନରେ ଚାଷୀମାନେ ଅକ୍ଷିମୁଠି ଅନୁକୂଳ କରି ଚାଷ କାର୍ଯ୍ୟ ଆରମ୍ଭ କରନ୍ତି । ଆମର ଚାଷୀ ଭାଇମାନେ ଆମ ଦେଶର ଅର୍ଥନୀତିର ମେରୁଦଣ୍ଡ । ସମସ୍ତଙ୍କ ମଙ୍ଗଳ ଓ ଉନ୍ନତି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri