Odisha Elections 2024

ଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: ଆଜି ହେଉଛି ଅକ୍ଷୟ ତୃତୀୟା। ପ୍ରତିବର୍ଷ ବୈଶାଖ ଶୁକ୍ଳପକ୍ଷ ତୃତୀୟା ତିଥିରେ ସମର୍ପଣ ଓ ଭକ୍ତିଭାବପୂର୍ବକ ପାରମ୍ପରିକ ରୀତିରେ କୃଷକ ତଥା ଲୋକମାନଙ୍କ ଦ୍ୱାରା ପାଳିତ ହୋଇଆସୁଅଛି ଏହି ମହାନ କୃଷିଭିତ୍ତିକ ପର୍ବ। ଅକ୍ଷୟ ତୃତୀୟା ଅବସରରେ ସମସ୍ତ ପରିବାର ସଦସ୍ୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ପରୋପକାର ପାଇଁ ପ୍ରେରଣା ଯୋଗାଉଛି ଏହି ପର୍ବ। ସମସ୍ତଙ୍କ ଜୀବନରେ ନୂଆ ଶକ୍ତି ଓ ଉତ୍ସାହ ଆଣିଦେଉ,ଏହା ହିଁ କାମନା।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ପ୍ରଦୀପ ପାଣିଗ୍ରାହୀଙ୍କ ଆକ୍ରମଣ ଘଟଣା: ଶିବଶଙ୍କରଙ୍କୁ ମିଳିଲାନି ଜାମିନ

ଭୁବନେଶ୍ୱର,୨୦।୫: ବ୍ରହ୍ମପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ତଥା ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଝଟକା...

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ମୋଦିଙ୍କ ଭକ୍ତ ଜଗନ୍ନାଥ: ସମ୍ବିତ ପାତ୍ରଙ୍କ ବୟାନକୁ ନିନ୍ଦା କଲେ ନବୀନ, ଟୁଇଟ୍‌ କରି କହିଲେ ଏମିତି…

ଭୁବନେଶ୍ୱର,୨୦।୫: ସମ୍ବିତ ପାତ୍ରଙ୍କ ବିବୃତ୍ତିକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମଗ୍ର ବିଶ୍ୱର ଠାକୁର...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଓଡ଼ିଶାରେ ଜଣେ ମାଫିଆ ଅଛନ୍ତି, କାହାକୁ ଏମିତି ମାଫିଆ କହିଲେ ମୋଦି, ଜାଣନ୍ତୁ…

ଅନୁଗୋଳ,୨୦।୫: ଅନୁଗୋଳରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଓଡ଼ିଶାର ଗରିବୀ ଦେଖିଲେ ମୋ ଛାତିରେ ବହୁତ କଷ୍ଟ ହେଉଛି। ସମୃଦ୍ଧ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri