କେଶ ନ ଥିବାରୁ ଫିଲ୍ମ ମିଳିଲାନି

ବମ୍ବେ: ବଲିଉଡ୍‌ଜଗତର ଲାଜକୁଳା ଅଭିନେତାଙ୍କ ମଧ୍ୟରୁ ଅକ୍ଷୟ ଖନ୍ନା ଜଣେ। ଚଳଚ୍ଚିତ୍ର ‘ହିମାଳୟ ପୁତ୍ର’ ଜରିଆରେ ସେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ହେଲେ ଏହାପରେ ତାଙ୍କୁ ଦୁଇ ବର୍ଷ ଯାଏ ଫିଲ୍ମ ମିଳି ‘ଦିଲ ଚାହ୍‌ତା ହେ’ ଚଳଚ୍ଚିତ୍ରରେ ବଡ଼ ପରଦାକୁ ଫେରିଥିଲେ। ଏହାପରେ ଅଭିନେତା ପାଖରେ ପ୍ରତିଭା ଥିଲେ ଲୁକ୍‌ ଦେଖାଯାଏନା ବୋଲି ସେ ପ୍ରମାଣିତ କରିଥିଲେ। ଆଗାମୀ ଦିନରେ ସେ ଫିଲ୍ମ ‘ଦୃଶ୍ୟମ ୨’ରେ ନଜର ଆସିବେ। ଫିଲ୍ମ ନେଇ ଆଧିକାରୀକ ଭାବେ ଘୋଷଣା ହେବା ବାକି। ହେଲେ ତା’ ପୂର୍ବରୁ ଅକ୍ଷୟ ନିଜର ଅତିତ ବିଷୟରେ କହି ଚର୍ଚ୍ଚାରେ।

ବହୁତ କମ୍‌ ବୟସରେ ଅକ୍ଷୟଙ୍କ ଚୁଟି ଝଡ଼ିବା ଆରମ୍ଭ ହୋଇଥିଲା। ସେତେବେଳେ ଏହା ତାଙ୍କ ପାଇଁ ନିଜ ଆଙ୍ଗୁଠି ହରାଇବା ଭଳି ହୋଇଥିଲା। ଜୀବନରେ ଏଭଳି ପରିସ୍ଥିତି ସାଧାରଣ ହୋଇଥିଲେ ହେଁ ତାଙ୍କୁ କଷ୍ଟର ସମ୍ମୁଖୀନ ହେବାକୁ ପଡ଼ିଥିଲା। କାରଣ ବଲିଉଡ୍‌ରେ ତାଙ୍କ ଲୁକ୍‌କୁ ପ୍ରଥମେ ଦେଖାଯାଇଥିଲା। ଏପରିକି ତାଙ୍କୁ ଫିଲ୍ମ ମିଳି ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?