ଓଟିଟିରେ ରିଲିଜ୍‌ ନ ହୋଇ ହଲ୍‌ରେ ରିଲିଜ୍‌ ହେବ ଅକ୍ଷୟଙ୍କ ଫିଲ୍ମ

‘ବଚ୍ଚନ ପାଣ୍ଡେ’ ଏବଂ ‘ସମ୍ରାଟ ପୃଥ୍ବୀରାଜ’ପରେ ଏବେ ଆଉ ଏକ ଫିଲ୍ମ‘ରାମ ସେତୁ’ରେ ନଜର ଆସିବେ ଅକ୍ଷୟ କୁମାର। ବ୍ୟାକ ଟୁ ବ୍ୟାକ ଦୁଇଟି ଫିଲ୍ମ ଫ୍ଲପ ହେବା ପରେ ଅକ୍ଷୟଙ୍କ ତୃତୀୟ ଫିଲ୍ମ ଉପରେ ଅନେକ କିଛି ନିର୍ଭର କରିବ। ତେବେ କୁହାଯାଉଥିଲା କି, ଅକ୍ଷୟଙ୍କ ଆଗାମୀ ଫିଲ୍ମ ‘ରାମ ସେତୁ’ ଓଟିଟିରେ ରିଲିଜ୍‌ ହେବ, ହେଲେ ଫିଲ୍ମଟି ସିନେମା ହଲରେ ରିଲିଜ୍‌ ହେବାକୁ ନେଇ ଏବେ ନିର୍ମାତା ଘୋଷଣା କରିଛନ୍ତି।
ସୂଚନାନୁସାରେ, ଅକ୍ଷୟ କୁମାରଙ୍କ ଲଗାତାର ଦୁଇଟି ଫିଲ୍ମ ଫ୍ଲପ ପରେ ରାମ ସେତୁକୁ ଓଟିଟି ପ୍ଲାଟଫର୍ମରେ ରିଲିଜ କରାଯିବ ବୋଲି କୁହାଯାଉ୍‌ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପାଙ୍କ ସହ ଠୁମ୍‌କା ଲଗାଇଲେ ଶେହନାଜ

ମୁମ୍ବାଇ: ବଲିଉଡ୍ ନାୟିକା ଶିଳ୍ପା ସେଟ୍ଟି ଏବେ ତାଙ୍କ ଟକ ଶୋ’ ‘ଶେପ ଅଫ ୟୁ’କୁ ନେଇ ଖୁବ୍ ଚର୍ଚ୍ଚାରେ ଅଛନ୍ତି । ଇତିମଧ୍ୟରେ ଶିଳ୍ପାଙ୍କ...

ବିକିନି ଶୁଟିଂ ଲାଗି ଚର୍ଚ୍ଚାକୁ ଆସିଥିଲେ ଏହି ଅଭିନେତ୍ରୀ, ଫଟୋଗ୍ରାଫର କହିଥିଲେ ଢାଙ୍କି ଦିଅ ଶରୀର

୬୦ ଦଶକରେ ହିନ୍ଦୀ ଅଭିନେତ୍ରୀମାନେ ପାରମ୍ପରିକ ପୋଷାକରେ ନଜରକୁ ଆସୁଥିଲେ। ମାତ୍ର ‘କଶ୍ମୀର କି କାଲୀ’ ଫିଲ୍ମରେ ବଲିଉଡ୍‌ରେ ଡେବ୍ୟୁ କରିଥିବା ଶର୍ମିଲା ଟାଗୋର ସେହି...

ପ୍ରିୟଙ୍କାଙ୍କ ଘରକୁ ଭଡାରେ ନେଲେ ଜ୍ୟାକଲିନ

ମୁମ୍ବାଇ:ବଲିଉଡ୍ ନାୟିକା ଜ୍ୟାକଲନ୍ ଫର୍ଣ୍ଣାଡିଜ ମୁମ୍ବାଇର ଜୁହୁରେ ନିଜର ଠିକଣା ବନାଇଛନ୍ତି । ସେଠାରେ ଥିବା ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ଘରକୁ ଭଡାରେ...

୫୦୦ କୋଟି କ୍ଲବ୍‌ରେ ସାମିଲ୍‌ ହେଲା ‘ଆର୍‌ଆର୍‌ଆର୍‌’

ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜାମୌଲିଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ‘ଆର୍‌ଆର୍‌ଆର୍‌’ ୨୫ ମାର୍ଚ୍ଚରେ ପ୍ରେକ୍ଷାଳୟରେ ରିଲିଜ୍‌ ହୋଇଯାଇଛି। ଫିଲ୍ମକୁ ଦେଖିବାକୁ ଦର୍ଶକଙ୍କ ନାହିଁ ନ ଥିବା ଭିଡ଼...

ଶାହାରୁଖଙ୍କ ସୁପରହିଟ ଫିଲ୍ମକୁ ପ୍ରତ୍ୟାଖ୍ୟାନ କରିଥିଲେ ଜୁହି ଚାୱଲା: ଜାଣନ୍ତୁ କାହିଁକି

ବଲିଉଡ୍‌ ଅଭିନେତ୍ରୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଥାଏ। ମାଧୁରୀ ଦୀକ୍ଷିତ ଏବଂ ଜୁହି ଚାୱଲାଙ୍କ ମଧ୍ୟରେ କିଛି ସମାନ ଘଣଟା ଘଟିଥିବା ଶୁଣିବାକୁ ମିଳିଥିଲା। ଯଦିଓ...

କଷ୍ଟ୍ୟୁମ ଦାମ୍‌ ୧.୫କୋଟି

କରୀନା କପୁର ଥରେ ନିଜ କଷ୍ଟ୍ୟୁମ ପାଇଁ ଚର୍ଚ୍ଚାର ପରିସରକୁ ଆସିଥିଲେ। ମଧୁର ଭଣ୍ଡାରକରଙ୍କ ‘ହିରୋଇନ୍‌’ ଫିଲ୍ମରେ ସେ ଏକ କଷ୍ଟ୍ୟୁମ ପିନ୍ଧିଥିଲେ, ଯାହାର ଦାମ୍‌...

ସୁନ୍ଦରୀ ସ୍ତ୍ରୀଙ୍କୁ ହଟ୍‌ ପ୍ରେମିକା, ମଝିରେ ଗୋବିନ୍ଦା

ବମ୍ବେ: ନୂଆ ଚଳଚ୍ଚିତ୍ର ଘୋଷଣା କରିଛନ୍ତି ନିର୍ମାତା କରନ ଜୋହର। ଏହାର ନାଁ ‘ମେରା ନାମ ଗୋବିନ୍ଦା’। ଫିଲ୍ମର ପ୍ରମୁଖ ଭୂମିକାରେ ନଜର ଆସିବେ ବିକ୍କି...

ଲଞ୍ଚ ହେଲା ପିଏମ୍‌ଙ୍କ ବାୟୋପିକ୍‌ର ପୋଷ୍ଟର: ଲେଖାଅଛି ‘ପୁଣିଥରେ ମୋଦି ଏବେ କେହି ଅଟକାଇ ପାରିବେ ନାହିଁ’

ମୁମ୍ବାଇ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ର ପୋଷ୍ଟର ସୋମବାର ଲଞ୍ଚ କରାଯାଇଛି। କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ ଓ ଅଭିନେତା ବିବେକ ଓବରଏ ମହାରାଷ୍ଟ୍ରର ନାଗପୁରରେ ଏହି...

Advertisement
Archives

Model This Week